ମୋଦିଙ୍କ ଗସ୍ତ ପୂର୍ବରୁ ଇଟାଲିରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଖଲିସ୍ତାନୀ ସମର୍ଥକ

ରୋମ,୧୨।୬: ଇଟାଲିରେ ୧୩ରୁ ୧୫ ଜୁନ ଯାଏ ଜି୭ ଶିଖର ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ଏଥିରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏହା ପୂର୍ବରୁ ଖଲିସ୍ତାନୀ ସମର୍ଥକମାନେ ଇଟାଲିରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିଛନ୍ତି। ଏପରିକି ସେଠାରେ ସେମାନେ ହରଦୀପ ସିଂ ନିଜ୍ଜରଙ୍କ ସ୍ଲୋଗାନ ମଧ୍ୟ ଲେଖିଛନ୍ତି। ତେବେ ଏହି ମୂର୍ତ୍ତିର ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ଜି୭ ଯାତ୍ରା ସମୟରେ କରିବାର କାର୍ଯ୍ୟକ୍ରମ ରହିଥିଲା।
ଏହି ଘଟଣାର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ସମର୍ଥକଙ୍କ ଦ୍ୱାରା ମୂର୍ତ୍ତି ଭାଙ୍ଗିବା ପରେ ବିବାଦୀୟ ସ୍ଲୋଗାନ ଲେଖାଯାଇଥିବା ଦେଖିବାକୁ ମିଳୁଛି। ଘଟଣାକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରାଯାଇଛି। ଖଲିସ୍ତାନୀମାନେ ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ଚାହାନ୍ତି ବୋଲି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌଦି ଆରବରେ ୧୦୦ରୁ ଅଧିକ ବିଦେଶୀଙ୍କୁ ଦିଆଯାଇଛି ଫାଶୀ, କେତେଜଣ ଭାରତୀୟ ଅଛନ୍ତି ଏଥିରେ ସାମିଲ? ଜାଣନ୍ତୁ…

ରିୟାଦ,୧୮।୧୧: ଚଳିତ ବର୍ଷ ସୌଦି ଆରବରେ ୧୦୦ରୁ ଅଧିକ ବିଦେଶୀଙ୍କୁ ଫାଶୀ ଦିଆଯାଇଛି (Saudi Arabia Executes Over 100 Foreigners)। ମାନବ ଅଧିକାର ସଂଗଠନର...

ଇରାନର ପରବର୍ତ୍ତି ସୁପ୍ରିମ ଲିଡର ହେବେ ମୋଜତବା? ଖାମୋନେଇ ହଠାତ୍‌ କାହିଁକି ପୁଅକୁ ବାଛିଲେ ଉତ୍ତରାଧିକାରୀ

ଜେରୁଜେଳମ,୧୮।୧୧: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ବଢୁଥିବା ବେଳେ ଇରାନର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଖବର ଅନୁଯାୟୀ, ଇରାନର ସର୍ବୋଚ୍ଚ...

ଜଳବାୟୁ ପରିବର୍ତ୍ତନରୁ ବଢୁଛି ଡେଙ୍ଗୁ

ଓ୍ବାଶିଂଟନ୍‌,୧୮ା୧୧: ବିଶ୍ୱରେ ଡେଙ୍ଗୁ ସଂକ୍ରମଣ ବଢ଼ିବାରେ ଲାଗିଥିବାବେଳେ ଏଥିରୁ ୧୯% ମାମଲା ପାଇଁ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରାଯାଉଛି। ୨୦୫୦ ସୁଦ୍ଧା ଆହୁରି ୪୦ରୁ ୫୦%...

ମୁଁ ତୁମକୁ ଡରି ନାହିଁ…ଏଲୋନ ମସ୍କଙ୍କୁ ଅପଶବ୍ଦ କହିଲେ ବ୍ରାଜିଲର ଫାଷ୍ଟ ଲେଡି

ବ୍ରାସିଲିଆ,୧୭।୧୧: ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡା ସିଲଭାଙ୍କ ପତ୍ନୀ ଜାନଜା ଲୁଲା ଦା ସିଲଭା ଟେସଲା ମାଲିକ ଏଲୋନ ମସ୍କଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।...

ବାୟୁ ପ୍ରଦୂଷଣ ସ୍ଥିତି ସଂଘାତିକ, ୩୦ ଦିନରେ ୧୯ ହଜାର ଲୋକ ପହଞ୍ଚିଲେ ହସ୍ପିଟାଲ

ଲାହୋର,୧୭।୧୧: ପାକିସ୍ତାନର ଲାହୋରରେ ଲୋକମାନେ ଶ୍ୱାସରୁଦ୍ଧ ହେବାରେ ଲାଗିଛନ୍ତି। ଭୟଙ୍କର ପ୍ରଦୂଷଣ ଯୋଗୁଁ ସାଧାରଣ ଜୀବନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି। ଗତ ୩୦ଦିନ ମଧ୍ୟରେ...

ନିର୍ବାଚନ ହାରିବା ପରେ ବି ଆମେରିକାବାସୀଙ୍କଠାରୁ କାହିଁକି ଚାନ୍ଦା ମାଗୁଛନ୍ତି କମଲା ହାରିସ୍‌? ଜାଣିଲେ…

ନ୍ୟୁୟର୍କ,୧୭।୧୧: ଆମେରିକାର ନିର୍ବାଚନରେ କମଲା ହାରିସ୍‌ ପରାଜିତ ହୋଇଛନ୍ତି। ହେଲେ ତାଙ୍କ ଟିମ୍‌ ପକ୍ଷରୁ ଚାନ୍ଦା ସଂଗ୍ରହ କରାଯାଉଛି। କମଲାଙ୍କ ଟିମ୍‌ ଦ୍ୱାରା ପଠାଯାଇଥିବା ଇମେଲରେ...

‘ବନ୍ଦେ ମାତରମ’, ଜୟଘୋଷ ସହ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ପ୍ରବାସୀ ଭାରତୀୟ

ଅବୁଜା,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି ଦେଶ ଗସ୍ତର ପ୍ରଥମ ପର୍ଯ୍ୟାୟରେ ରବିବାର ସକାଳେ ନାଇଜେରିଆରେ ପହଞ୍ଚିଥିଲେ। ଆବୁଜା ବିମାନବନ୍ଦରରେ ନାଇଜେରିଆ ରାଷ୍ଟ୍ରପତି ବୋଲା...

ଏକ କଠିନ ପ୍ରଶ୍ନର ଉତ୍ତର ଦେଇ ଡେନମାର୍କର ଭିକ୍ଟୋରିଆ କଜେର ହେଲେ ମିସ୍‌ ୟୁନିଭର୍ସ ୨୦୨୪ର ଓ୍ବିନର

ମେକ୍ସିକୋ ସିଟି,୧୭।୧୧: ମିସ ୟୁନିଭର୍ସ ୨୦୨୪ ଘୋଷଣା ହୋଇଛି ଏବଂ ଚଳିତ ବର୍ଷର ମିସ ୟୁନିଭର୍ସର ବିଜେତା ହେଉଛି ମିସ ଡେନମାର୍କ, ଯାହାଙ୍କ ନାମ ଭିକ୍ଟୋରିଆ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri