ମହାତ୍ମାଙ୍କ ଚଷମା ହେଉଛି ନିଲାମ, ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଲଣ୍ଡନ, ୧୦।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯିବ। ଏନେଇ ଅନ୍‌ଲାଇନ୍‌ରେ ୫ ଲକ୍ଷ ୮୮ ହଜାର ୧୦ ଟଙ୍କା(୬ ହଜାର ପାଉଣ୍ଡ) ପର୍ଯ୍ୟନ୍ତ ଏହାର ଦାମ ଯାଇଛି। ମହାତ୍ମାଙ୍କ ଏହି ଗୋଲାକାର ଚଷମା କିଣିବା ପାଇଁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢ଼ିବାରେ ଲାଗିଛି। ୧୯୦୦ ମସିହାର ପ୍ରଥମ ଦଶକରେ ମହାତ୍ମାଙ୍କୁ ଉପହାରରେ ମିଳିଥିବା ଏହି ଚଷମାର ନିଲାମ ଡାକ ୧୧ ଲକ୍ଷ ୭୬ ହଜାର ଟଙ୍କାରୁ ୧୭ ଲକ୍ଷ ୫୪ ହଜାର ଟଙ୍କା( ୧୦ ହଜାରରୁ ୧୫ ହଜାର ପାଉଣ୍ଡ) ପର୍ଯ୍ୟନ୍ତ ଯିବାର ଆଶାଥିବା ଇଷ୍ଟ ବିଷ୍ଟଲ ନିଲାମ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଷମା ବିିକ୍ରେତା ଏଣ୍ଡି ଷ୍ଟୋଓ୍ବଙ୍କ ଅନୁସାରେ ତାଙ୍କ ଦାଦା ୧୯୧୦ରୁ ୧୯୩୦ ମଧ୍ୟରେ ଦକ୍ଷିଣ ଆଫ୍ରିକାରେ ବ୍ରିଟିଶ୍‌ ପେଟ୍ରୋଲିୟମ୍‌ରେ କାମ କରୁଥିଲେ। ଏହି ସମୟରେ ସେ ମହାତ୍ମାଙ୍କୁ ଚଷମା ଉପହାରରେ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟେସଲା କାରକୁ ଭଙ୍ଗାରୁଜା କଲେ ମିଳିବ କଠୋର ଦଣ୍ଡ’, କାହିକିଁ ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଟେସଲା କାର ଭଙ୍ଗାରୁଜା କରୁଥିବା ଲୋକଙ୍କୁ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହୋଇପାରେ। ସେ ଟ୍ରୁଥ...

ଏସବୁ ମୁସଲିମ ଦେଶରେ ଭରି ରହିଛି ସୁନାଖଣି, ନାଁ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୧।୩: ଭାରତରେ ସୁନା ମୂଲ୍ୟ ପ୍ରତି 10 ଗ୍ରାମ 90 ହଜାର ଟଙ୍କା ଅତିକ୍ରମ କରିଛି। ସୁନା ମୂଲ୍ୟ ପୂର୍ବରୁ କେବେ 90,000 ଟଙ୍କା ଅତିକ୍ରମ...

ସୁନିତା ୱିଲିୟମ୍ସ-ବୁଚ ୱିଲମୋରଙ୍କୁ ମିଳିବନି ଓଭରଟାଇମ ପେମେଣ୍ଟେ: ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୧।୩: ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ ୱିଲମୋରଙ୍କୁ ନିର୍ଦ୍ଧାରିତ ସମୟ ଅପେକ୍ଷା ମହାକାଶରେ ଅଧିକ ସମୟ ବିତାଇବା ପାଇଁ କୌଣସି ଓଭରଟାଇମ ପେମେଣ୍ଟେ ଦିଆଯିବ...

୩୦ ହଜାର ଟଙ୍କା ଅଧିକ ଦରମାରେ ଆସି ପଶ୍ଚାତାପ କଲେ କର୍ମଚାରୀ, ସୋସିଆଲ ମିଡିଆରେ କହିଲେ ମୁଁ ବରବାଦ ହୋଇଗଲି

ଅଧିକାଂଶ ଟେକ୍‌ ପ୍ରଫେଶନାଲ ଦେଶର ଆଇଟି ହବ୍‌ ବେଙ୍ଗାଲୁରୁରେ କାମ କରନ୍ତି ଏବଂ ମାସିକ ମୋଟା ଅଙ୍କର ଦରମା ବି ପାଆନ୍ତି। ବେଙ୍ଗାଲୁରୁ ଏହି ଟେକ୍‌...

ହାସିନାଙ୍କ ପାର୍ଟି ଉପରେ ପ୍ରତିବନ୍ଧକକୁ ନେଇ ବଡ଼ ଘୋଷଣା କଲେ ୟୁନୁସ

ଢାକା,୨୧।୩: ଦେଶର ନିର୍ବାଚନକୁ ନେଇ ଜାତୀୟ ଏବଂ ଅନ୍ତର୍ଜାତୀୟ ଚାପ ମଧ୍ୟରେ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ମତ ନରମ ହେଉଥିବା...

ଭାରତର ପଡ଼ୋଶୀ ଦେଶରେ ଶକ୍ତିଶାଳୀ ଭୂକମ୍ପ: ଘରୁ ବାହାରକୁ ଦୌଡିଲେ ଲୋକେ

କାବୁଲ,୨୧।୩: ଭାରତର ପଡ଼ୋଶୀ ଦେଶ ଆଫଗାନିସ୍ତାନରେ ପୁଣି ଥରେ ଭୂମିକମ୍ପର ଶକ୍ତିଶାଳୀ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଆଫଗାନିସ୍ତାନରେ...

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

“ବହୁତ ଭଲ ସମ୍ପର୍କ, କିନ୍ତୁ…”: ଭାରତ ଉପରେ ଟ୍ରମ୍ପଙ୍କ ନୂଆ ଟାରିଫ୍ କମେଣ୍ଟ

ୱାଶିଂଟନ, ୨୧ା୩: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ତାଙ୍କର ଭାରତ ସହିତ “ବହୁତ ଭଲ ସମ୍ପର୍କ” ଅଛି, କିନ୍ତୁ ଦେଶ ସହିତ ତାଙ୍କର “ଏକମାତ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image