ମହେଶ ପୂର୍ବତଟ ରେଳପଥର ନୂତନ ଅତିରିକ୍ତ ମହାପ୍ରବନ୍ଧକ

ଭୁବନେଶ୍ୱର,୭।୩: ଭାରତୀୟ ରେଳର ପ୍ରମୁଖ ଜୋନ୍‌ ତଥା ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ମହେଶ କୁମାର ବେହେରା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଭାରତୀୟ ରେଳ ଇଞ୍ଜିନିୟର୍ସ ସେବାର ବରିଷ୍ଠ ଅଧିକାରୀ ମହେଶ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ପୂର୍ବତଟ ରେଳପଥର ମୁଖ୍ୟ ଯୋଜନା ଏବଂ ଡିଜାଇନ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ବେହେରା ୟୁନିଭର୍ସିଟି କଲେଜ ଅଫ୍‌ ଇଞ୍ଜିନିୟରିଂ ବୁର୍ଲା (ସମ୍ବଲପୁର)ରୁ ସିଭିଲ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଶେଷ କରିବା ପରେ ଆଇଆଇଟି ମାଡ୍ରାସରୁ ସାମୁଦ୍ରିକ ଇଞ୍ଜିନିୟରିଂରେ ସ୍ନାତକତ୍ତୋର ଡିଗ୍ରୀ ହାସଲକରି ୧୯୯୧ରେ ଭାରତୀୟ ରେଳରେ ଯୋଗଦେଇଥିଲେ। ଏପରିକି ବେହେରା ପୂର୍ବତଟ ରେଳପଥର ଚିଫ୍‌ ବ୍ରିଜ୍‌ ଇଞ୍ଜିନିୟର, ଚିଫ୍‌ ଇଞ୍ଜିନିୟର (ବ୍ରିଜ୍‌ ପୁନର୍ବାସ), ଭୁବନେଶ୍ୱର ସ୍ଥିତ ରାଇଟ୍ସର ଗ୍ରୁପ୍‌ ଜେନେରାଲ ମ୍ୟାନେଜର ପାଟନା ଏବଂ ମୁଙ୍ଗେରର ପୂର୍ବ କେନ୍ଦ୍ରୀୟ ରେଳ ଅଧୀନରେ ଥିବା ଗଙ୍ଗା ବ୍ରିଜ୍‌ର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ସହିତ ସମ୍ବଲପୁରଠାରେ ସିନିୟର ଡିଭିଜନାଲ ଇଞ୍ଜିନିୟର (କୋ-ଅର୍ଡିନେଶନ) ପୂର୍ବତଟ ରେଳପଥ ମୁଖ୍ୟାଳୟଠାରେ ଉପମୁଖ୍ୟ ଭିଜିଲାନ୍ସ ଅଧିକାରୀ ଏବଂ ଉତ୍ତର ସୀମାନ୍ତ ରେଳପଥର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri