କାଠ ବୋଝେଇ ମହିନ୍ଦ୍ରା ଜବତ

ପଦ୍ମପୁର,୧୭୩ (ପ୍ରଦୀପ୍ତ ଦାଶ)-ପଦ୍ମପୁର ବ୍ଲକ ବୋଡ଼େନ ଥାନା ଅନ୍ତର୍ଗତ ଧଉଁଲିବାହାଲ ଗ୍ରାମଠାରେ ବିଜା ଗଣ୍ଡି ଚୋରି କରି ନେଉଥିବା ମହିନ୍ଦ୍ରା ମ୍ୟାକ୍ସ ପିକପ (ଓଆର ୦୩ ଡି ୧୮୩୨)ଗାଡ଼ିକୁ ବନ ବିଭାଗ ଜବତ କରିଛି। ଜବତ କାଠ ୪୦ ସିଏଫ୍ଟି ହୋଇଥିବା ରେଞ୍ଜର ସୁଦାମ ଜଗଦଲା ସୂଚନା ଦେଇଛନ୍ତି। ରବିବାର ବିଳମ୍ବିତ ରାତ୍ରିରେ ଗନ୍ଧମାର୍ଦ୍ଧନ ରିଜର୍ଭ ଜଙ୍ଗଲଠାରେ ପିକପ ଯୋଗେ ମୂଲ୍ୟବାନ ବିଜା କାଠ ଚାଲାଣ ହେଉଥିଲା।ଖବର ପାଇ ପଦ୍ମପୁର ବନାଞ୍ଚଳ ଅଧିକାରୀ ସୁଦାମ ଜଗଦଲା, ବନପାଳ ସରୋଜ କୁମାର ସାହୁ,ଚିନ୍ମୟୀ ମହାପାତ୍ର,ସ୍ବାର୍ଡ ମାଧବ ଖର୍ସେଲ, ରଞ୍ଜନ ଭଏସା, ମାନ ଠେଠୁଆ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ପିକପକୁ ଜବତ କରିଥିଲେ। କିନ୍ତୁ ଅନ୍ଧାର ରାତି ଓ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଡ଼୍ରାଇଭର ସମେତ ଅନ୍ୟ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟସୋର୍ସିଂ କର୍ମଚାରୀଙ୍କ ୩ ଦଫା ଦାବି: ପୂରଣ ନ ହେଲେ ୨୪ରୁ ଭୁବନେଶ୍ୱରରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ

ଛତ୍ରପୁର, ୧୮।୩ (ସନ୍ତୋଷ ପାଢ଼ୀ ): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ପକ୍ଷରୁ ୩ ଦଫା ଦାବି ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ...

ହଂସରାଜ ବାର ବିଦେଶୀ ମଦ ଦୋକାନରୁ   ବଡ଼ ଧରଣ ଚୋରି, କଳାକନା ବୁଲାଇଲେ…

ଗଞ୍ଜାମଳ,୧୮।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଜୟଶ୍ରୀ ଛକ ଷୋହଳ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହଂସରାଜ ବାର ବିଦେଶୀ ମଦ ଦୋକାନରୁ ବଡ଼ ଧରଣର...

ଦିନରେ ଶୁଟିଂ ରାତିରେ ଖେଳ: ଭଲିବଲ ଖେଳିଲେ ନିର୍ଦ୍ଦେଶକ ରାଜମୌଲି

କୋରାପୁଟ,୧୮।୩(ଅମିତାଭ ବେହେରା ): କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ତଳମାଳି ପର୍ବତରେ ତେଲୁଗୁ ସୁପରଷ୍ଟାର ମାହେଶ ବାବୁଙ୍କ ଫିଲ୍ମ ଶୁଟିଂ ଚାଲୁରହିଛି। ପାନ ଇଣ୍ଡିଆ...

ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ...

ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ): ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟାକୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ...

ସଂସଦରେ ଜିଲାର ହକ୍‌ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

କେନ୍ଦୁଝର,୧୮।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସୋମବାର ସଂସଦରେ ରେଳ ବିଭାଗ ସମ୍ପର୍କିତ ଜିଲାର ହକ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି।...

ଗଞ୍ଜେଇ କାରବାରରେ ୮ ଗିରଫ, ପରିବାର ଲୋକେ ୪ ଘଣ୍ଟା ରାସ୍ତାରୋକ ସହିତ ଥାନା ଘେରାଉ

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ହାଡୁ ପଦର ଗ୍ରାମର କିଛି ଘରେ ପୋଲିସ ଚଢାଉ କରି...

ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ

ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image