ସାମ୍ନାକୁ ଆସିଲା ଫିଲ୍ମ ’ମଇଦାନ’ର ରିଲିଜ ତାରିଖ

ମୁମ୍ବାଇ,୧୨।୧୨-ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅପକମିଂ ଫିଲ୍ମ ’ମଇଦାନ’ର ରିଲିଜ୍‌ ତାରିଖ ସାମ୍ନାକୁ ଆସିଛି। ୨୦୨୧ ଅକ୍ଟୋବର ୧୫ ରେ ଏହି ଫିଲ୍ମ ମୁକ୍ତିଲାଭ କରିବ। ଏ ନେଇ ଶନିବାର ଅଜୟ ଟୁଇଟ କରି ସୂଚନା ଦେବା ସହ ଫିଲ୍ମର ପୋଷ୍ଟର ମଧ୍ୟ ଶେୟାର କରିଛନ୍ତି। ଦଶହରା ଅବସରରେ ଫିଲ୍ମଟି ରିଲିଜ ହେବାକୁ ଥିବା ବେଳେ ୨୦୨୧ ଜାନୁଆରୀରୁ ଚଳଚ୍ଚିତ୍ରର ସୁଟିଂ ଆରମ୍ଭ ହେବ।

Share