ସମ୍ବଲପୁରରେ ମାଲାବାରର ନୂତନ ଷ୍ଟୋର

ଭୁବନେଶ୍ୱର,୨୬।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂତନ ଷ୍ଟୋର ସମ୍ବଲପୁର (ଓଡ଼ିଶା) ରେ ଖୋଲିବାକୁ ଯାଉଛି। ୨୦୨୪ ସେପ୍ଟେମ୍ବର ୨୮ରେ ସମ୍ବଲପୁରର ବୁଢ଼ାରାଜା ରୋଡ୍‌ଠାରେ ମାଲାବାରର ନୂତନ ଷ୍ଟୋର (ଶୋ’ରୁମ୍‌) ଆନୁଷ୍ଠାନିକ ଭାବେ ଉଦ୍‌ଘାଟନୀ ହେବାକୁ ଯାଉଛି।
ଉଲ୍ଲେଖଯୋଗ୍ୟ, ୮୦୦୦ବର୍ଗ ଫୁଟ ପରିବ୍ୟାପ୍ତ ସ୍ଥାନରେ ନୂତନ ଭାବେ ଗଢ଼ି ଉଠିଥିବା ଏହି ଶୋ’ରୁମ୍‌ରେ ବ୍ରାଣ୍ଡ୍‌ର ସମସ୍ତ ଡିଜାଇନ ଓ କଲେକ୍ସନ ସାଙ୍ଗକୁ ସୁନା, ହୀରା ଏବଂ ମୂଲ୍ୟବାନ ଜୁଏଲେରିର ବ୍ୟାପକ ସମ୍ଭାର ଉପଲବ୍ଧ। ସେହିଭଳି ଓଡ଼ିଶା ବଜାରରେ ମାଲାବାରର ଏହା ୪ର୍ଥ ଆଲଟ୍‌ଲେଟ (ଷ୍ଟୋର) ହୋଇଥିଲାବେଳେ ସମ୍ବଲପୁରରେ ଏହା ପ୍ରଥମ ବୋଲି ବ୍ରାଣ୍ଡ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ଭାରତ ସମେତ ୧୩ଟି ବିଦେଶୀ ରାଷ୍ଟ୍ରରେ କାରବାର କରୁଛି। ସାରା ବିଶ୍ୱରେ ବ୍ରାଣ୍ଡ୍‌ର ୩୫୫ଟି ଏକ୍ସକ୍ଲୁସିଭ ଆଉଟ୍‌ଲେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଓ ପ୍ଲାଟ୍‌ଫର୍ମରେ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ

ମୁମ୍ବାଇ,୨୭।୯: ଭାରତର ପ୍ରିମିୟର ଫ୍ୟାଶନ ଇ-ଟେଲର ଆଜିଓ ପ୍ଲାଟ୍‌ଫର୍ମରେ ଫ୍ୟାଶନ ଏବଂ ଗୁଣବତ୍ତା ପାଇଁ ଜଣାଶୁଣା ପ୍ରିମିୟମ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ...

ସେନ୍‌ସେକ୍ସ ୮୬,୦୦୦ ଅଙ୍କର ନିକଟବର୍ତ୍ତୀ

ମୁମ୍ବାଇ,୨୭।୯: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଦରବୃଦ୍ଧି ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାର୍କେଟ ବେଞ୍ଚମାର୍କ (ଇକ୍ୟୁଟି ବଜାର)ର କାରବାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ପୁଞ୍ଜିବଜାରର...

ଚାନ୍ଦି ଭଣ୍ଡାରର ନୂତନ କଲେକ୍ସନ

ଭୁବନେଶ୍ୱର,୨୬।୯: ରାଜ୍ୟର ଅଗ୍ରଣୀ ରୁପା ଅଳଙ୍କାର ପ୍ରତିଷ୍ଠାନ ତଥା ସିଲ୍‌ଭର ଚେନ୍‌ ବ୍ରାଣ୍ଡ ‘ଚାନ୍ଦି ଭଣ୍ଡାର’ ପକ୍ଷରୁ ଚଳିତ ବର୍ଷର ପାର୍ବଣ ପ୍ରସ୍ତୁତି (ଦୁର୍ଗାପୂଜା ସେଲିବ୍ରେଶନ)...

୨୦୩୦ ସୁଦ୍ଧା କାର୍ଯ୍ୟ ପରିସରରେ ୩୦% ମହିଳା କର୍ମଚାରୀ

ଭୁବନେଶ୍ୱର,୨୬।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଆନ୍ତର୍ଜାତିକ କନ୍ୟା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ବହୁ ପ୍ରତୀକ୍ଷିତ...

ସର୍ବୋଚ୍ଚ ସ୍ତରରେ ଶେୟାର ବଜାର କାରବାର

ମୁମ୍ବାଇ,୨୬।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି...

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri