![](https://www.dharitri.com/wp-content/uploads/2024/06/dc0a9aa5-f17f-43f6-93b8-d4636775f447.jpg)
ଭବାନୀପାଟଣା,୪ା୬(ଉତ୍ତମ କୁମାର ଦାଶ): ମଙ୍ଗଳବାର ରାଜ୍ୟରେ ଜାରି ରହିଛି ଭୋଟ୍ ଗଣତି। ଏହି କ୍ରମରେ କଳାହାଣ୍ଡିରେ ପୋଷ୍ଟାଲ ବାଲଟ ଗଣତି ହେଉଥିବା ବେଳେ କିଛି ସ୍ଥାନରେ ଶେଷ ହୋଇଛି। ବାଲଟ ଗଣତିରେ କଳାହାଣ୍ଡି ଏମ୍ପି ପ୍ରାର୍ଥିନୀ ମାଳବିକା କେଶରୀ ଦେଓ ଆଗୁଆ ରହିଛନ୍ତି। ମାଳବିକା ୪୧୯୪ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ୨୩୦୧ ଓ କଂଗ୍ରେସ ୨୧୪୭ ଭୋଟ୍ ପାଇଛନ୍ତି।