ଡେଟ୍‌ କରୁଛନ୍ତି ଅଜୁର୍ନ-ମଲାଇକା, ଭିଡିଓ ଭାଇରାଲ

ମୁମ୍ବାଇ: ମୁମ୍ବାଇର ବାନ୍ଦ୍ରାଠାରେ ବଲିଉଡର ଲଭ ବାର୍ଡ ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କୁ ଦେଖିବାକୁ ମିଳଛି। ଡିନର ଡେଟ୍‌ କରି ରେଷ୍ଟୁରାଣ୍ଟରୁ ବାହାରିବା ସମୟରେ ତାଙ୍କୁ ସ୍ପଟ୍‌ କରାଯାଇଛି। ଉଭୟ ହାତରେ ହାତ ଛନ୍ଦି ରେଷ୍ଟୁରାଣ୍ଟରୁ ବାହାରକୁ ଯାଉଥିବାର ଦେଖିବାକୁ ମିଳିଥିଲା।

ଅର୍ଜୁନ-ମଲାଇକାଙ୍କ ଏହି ଫଟୋ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୋଷ୍ଟରେ ୟୁଜର୍ସ ତାଙ୍କୁ ଟ୍ରୋଲ କରୁଥିବାର ଦେଖିବାକୁ ମିଳିଛି।

Share