ମାଲାୟାଲମ ଟେଲି ଅଭିନେତ୍ରୀ ଅପର୍ଣ୍ଣା ନାୟରଙ୍କ ପରଲୋକ

ମୁମ୍ବାଇ: ମନୋରଞ୍ଜନ ଜଗତରୁ ଦୁଃଖଦ ଖବର ସାମ୍ନାକୁ ଆସିଛି। ମାଲାୟାଲମ ଟିଭି ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ ଅପର୍ଣ୍ଣା ନାୟରଙ୍କ ପରଲୋକ ଗଟିଛି। ଗୁରୁବାର ରାତିରେ ତାଙ୍କ ଘରୁ ତାଙ୍କର ମୃତଦେହ ମିଳିଛି। ତାଙ୍କ ମୃତ୍ୟୁ ଖବରରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।

Share