ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା

ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର ଜଣାଶୁଣା ଅଭିନେତା ରବିକୁମାର ମେନନ। ୭୦ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ନେଇଛନ୍ତି। ଫୁସଫୁସ୍‌ କ୍ୟାନ୍‌ସର ସହ ଦୀର୍ଘଦିନ ଧରି ଲଢ଼ି ଆସୁଥିଲେ ସେ। ତେବେ ତାଙ୍କ ନିଧନ ନେଇ ପୁଅ ସୂଚନା ଦେଇଛନ୍ତି।

ଦକ୍ଷିଣ ଭାରତୀୟ କଳାକାର ସଂଘ ପକ୍ଷରୁ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, ମାଲାୟାଲମ ଏବଂ ତାମିଲ ସିନେମାରେ ନିଜର ଦମ୍‌ଦାର କ୍ୟାରିୟର ଲାଗି ଖ୍ୟାତ ଭେଟେରାନ ଫିଲ୍ମ ଅଭିନେତା ରବିକୁମାରଙ୍କ କ୍ୟାନସରରେ ପରଲୋକ ଘଟିଛି। ଶୁକ୍ରବାର ସକାଳ ୧୦.୩୦ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ତିରୁବନନ୍ତପୁରମ୍‌ରେ ଜନ୍ମିତ ରବିକୁମାର ତାମିଲ ଏବଂ ମାଲାୟାଲମ୍‌ ଫିଲ୍ମଜଗତ ବ୍ୟତିତ ନିଜ ଜୀବନର ଶେଷ ସମୟରେ ଅନେକ ଟେଲିଭିଜନ ଶୋ’ରେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

“ଟଙ୍କା ନଷ୍ଟ କରିବାକୁ ଚାହୁଁନାହିଁ”: କ୍ୟାନସରେ ପୀଡିତ ବ୍ୟକ୍ତି ସ୍ତ୍ରୀ’ଙ୍କୁ ହତ୍ୟା କରି ନିଜେ କଲେ ଆତ୍ମହତ୍ୟା

ଗାଜିଆବାଦ, ୧୭ା୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଜଣେ ରିଅଲ୍ ଇଷ୍ଟେଟ୍ ଡିଲର ବୁଧବାର ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ଟ୍ରାଫିକ ଓ ସଡକ ସୁରକ୍ଷା ବିଭାଗରେ ୨ ହଜାର ନୂତନ ପଦବୀ ସୃଷ୍ଟି

ଭୁବନେଶ୍ୱର,୧୭।୫: ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨...

ପିସିସିଏଫ୍‌ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର

ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା...

ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ...

Love Marriage: କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାତାପିତାଙ୍କ ଇଚ୍ଛା ବିରୋଧରେ ବିବାହ କଲେ ମିଳିବନି ପୋଲିସ ସୁରକ୍ଷା

ନୂଆଦିଲ୍ଲୀ,୧୭।୪: ଆହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ଯେଉଁ ପ୍ରେମୀଯୁଗଳମାନେ ନିଜ ଇଚ୍ଛାରେ ମାତାପିତାଙ୍କ ଅନୁମତି ବିନା ବିବାହ କରନ୍ତି, ସେମାନଙ୍କୁ ଆଉ...

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ...

ଗୌତମ ଗମ୍ଭୀରଙ୍କ ସପୋର୍ଟ ଷ୍ଟାଫ୍ ରୁ ତିନି ଜଣଙ୍କୁ ବହିଷ୍କାର କରିବ ବିସିସିଆଇ, ରହିଛି ବଡ଼ କାରଣ

ମୁମ୍ବାଇ,୧୭ା୪: ଅଷ୍ଟ୍ରେଲିଆରେ ବର୍ଡର ଗାଭାସ୍କର ଟ୍ରଫିରେ ଭାରତୀୟ କ୍ରିକେଟ୍ ଦଳର ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ଏହି ଗସ୍ତରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ୩-୧ ବ୍ୟବଧାନରେ...

Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image