ଭାରତ ସୈନିକ ଫେରିବା ପରେ ବିମାନ ଉଡ଼ାଇପାରୁ ନାହାନ୍ତି ଆମ ପାଇଲଟ, ସ୍ୱୀକାର କଲେ ମାଳଦ୍ୱୀପ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ମାଲଦ୍ୱୀପର ପ୍ରତିରକ୍ଷା ମନ୍ତ୍ରୀ ଘାସାନ୍ ମୋୖମନ୍ ସ୍ୱୀକାର କରିଛନ୍ତି ଯେ ଏହାର ସୈନ୍ୟବାହିନୀରେ ଭାରତ ଦାନ କରିଥିବା ତିନିଟି ବିମାନ ଚଳାଇବାରେ ସକ୍ଷମ ପାଇଲଟ୍ ଅଭାବ ରହିଛି। ଯାହାକି ଭାରତୀୟ ପ୍ରତିରକ୍ଷା କର୍ମଚାରୀ ମାଳଦ୍ଵୀପ ଦେଶ ଛାଡିବାର କିଛି ଦିନ ପରେ ଏହା ଘଟିଛି।

ରବିବାର ମାଲେରେ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରତିରକ୍ଷା ମନ୍ତ୍ରୀ ଘାସନ୍ ମୋୖମୁନ୍ କହିଛନ୍ତି ଯେ ବିମାନ ଉଡ଼ାଣ ପାଇଁ ଲାଇସେନ୍ସପ୍ରାପ୍ତ ଲୋକ ନାହାଁନ୍ତି।

ମୋୖମନ୍ ସ୍ପଷ୍ଟ କରିଛନ୍ତି ଯେ ପୂର୍ବ ପ୍ରଶାସନ ଅଧୀନରେ ବିମାନ ଉଡ଼ାଣ ପାଇଁ ତାଲିମ ଆରମ୍ଭ କରିଥିବା ମାଲଦ୍ୱୀପ ସୈନିକମାନେ ନିର୍ଦ୍ଦିଷ୍ଟ କାରଣରୁ ଏହି କାର୍ଯ୍ୟକ୍ରମ ଶେଷ କରିବାରେ ଅସମର୍ଥ ହୋଇଥିଲେ।

ଦୁଇ ଦେଶ ମଧ୍ୟରେ ହୋଇଥିବା ଚୁକ୍ତିନାମାର ଅଂଶ ଭାବରେ ଫେବୃଆରୀରେ ଧାର୍ଯ୍ୟ ସମୟସୀମା ପାଳନ କରି ଭାରତୀୟ କର୍ମଚାରୀମାନେ ଶୁକ୍ରବାର ଦିନ ମାଲଦ୍ୱୀପ ଛାଡିଛନ୍ତି। ନଭେମ୍ବର 2023 ରେ କାର୍ଯ୍ୟଭାର ଗ୍ରହଣ କରିବାର କିଛି ସମୟ ପରେ ଚୀନ୍ ସମର୍ଥକ ଆଭିମୁଖ୍ୟ ପାଇଁ ଜଣାଶୁଣା ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ଦ୍ୱାରା ଏହି ଚୁକ୍ତିନାମା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri