Posted inଜାତୀୟ

ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ- କ୍ଷମା ମାଗ, ନହେଲେ ଇସ୍ତଫା ଦିଅ

କୋଲକାତା, ୦୪।୦୮: ପଶ୍ଚିମବଙ୍ଗ ସରକାରରେ ଥିବା ମନ୍ତ୍ରୀ ଅଖିଲ ଗିରିଙ୍କ ମୁସ୍କିଲ୍‌ ଏବେ ବଢ଼ିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଖିଲଙ୍କ ମନ୍ତବ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି । ମିଳିଥିବା ସୂଚନା ଅନୁସାରେ ସେ ଏନେଇ ବିନା କୌଣସି ସର୍ତ୍ତରେ ତୁରନ୍ତ କ୍ଷମା ମାଗିବାକୁ ନହେଲେ ତୁରନ୍ତ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଖିଲ ଗିରି ରାସ୍ତାକଡ଼ରେ ଦୋକାନ କରିଥିବା ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଆସିଥିବା ବନ ଅଧିକାରୀଙ୍କୁ ଧମକାଇଥିଲେ । ଏହାର ଭିଡିଓ ଭାଇରାଲ୍‌ ହୋଇଥିଲା । ଯାହାକୁ ନେଇ ତାଙ୍କ ଉପରେ ଆକ୍ସନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଅନୁସାରେ, ରାଜ୍ୟରେ ସରକାର କରିଥିବା ତୃଣମୂଳ କଂଗ୍ରେସ ମହିଳା ବନ ଅଧିକାରୀଙ୍କୁ ଧମକାଇବାକୁ ଦୃଢ଼ ବିରୋଧ କରୁଛି । ମନ୍ତ୍ରୀ ଅଖିଲ ଗିରିଙ୍କ ଟିପ୍ପଣୀରେ ମମତା ଦୁଃଖ ପ୍ରକାଶ କରିଛନ୍ତି । ତୃଣମୂଳ କଂଗ୍ରେସର ଅଧ୍ୟକ୍ଷ ସୁବ୍ରତ ବକ୍ସି ଅଖିଲ ଗିରିଙ୍କୁ ଫୋନ୍‌ କରିଛନ୍ତି ଏବଂ କହିଛନ୍ତି ଯେ ସେ ସଙ୍ଗେସଙ୍ଗେ ଏଥିପାଇଁ କ୍ଷମା ମାଗନ୍ତୁ । କ୍ଷମା ନମାଗିଲେ ଇସ୍ତଫା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri