Posted inଜାତୀୟ

ମମତା କହିଲେ ମୋତେ ଏମିତି ଅପମାନ ନ କରାଯାଉ, ଡାକ୍ତରଙ୍କ ସହ ପୁଣି ଫେଲ ମାରିଲା ବୈଠକ

କୋଲକାତା,୧୪।୯: ପଶ୍ଚିମବଙ୍ଗର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ କରୁଥିବା ଡାକ୍ତର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହୋଇଥିବା ବୈଠକ ବିଫଳ ହୋଇଛି। ଏହାପୂର୍ବରୁ ଗୁରୁବାର ପଶ୍ଚିମବଙ୍ଗ ସରକାର ଡାକ୍ତରଙ୍କ ବୈଠକ ଡାକିଥିଲେ। ମମତା ବାନାର୍ଜୀ ପ୍ରାୟ ୨ ଘଣ୍ଟା ଧରି ଅପେକ୍ଷା କରି ରହିଥିଲେ ସୁଦ୍ଧା ଡାକ୍ତରମାନେ ପହଞ୍ଚି ନଥିଲେ।
ଆନ୍ଦୋଳନକାରୀ ଡାକ୍ତରମାନେ ଶନିବାର ପଶ୍ଚିମବଙ୍ଗ ସରକାରଙ୍କୁ ଏକ ବୈଠକ ଦାବି କରି ଏକ ଇମେଲ ପଠାଇଥିଲେ। ଏହା ପରେ ମମତା ସରକାର ସନ୍ଧ୍ୟା ୬ଟାରେ ବୈଠକ କରିବାକୁ ସମୟ ଦେଇଥିଲେ। ଏହା ପରେ ଜୁନିଅର ଡାକ୍ତରଙ୍କ ଏକ ଟିମ୍‌ ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ। କିନ୍ତୁ ବୈଠକର ଲାଇଭ ଷ୍ଟ୍ରିମିଂକୁ ନେଇ ଏହା ଆରମ୍ଭ ହୋଇପାରିଲା ନାହିଁ। ବୈଠକର ଲାଇଭ ଷ୍ଟ୍ରିମିଂ କରାଯିବାକୁ ଡାକ୍ତରମାନେ ଦାବି କରିଥିଲେ। ହେଲେ ମମତା ବାନାର୍ଜୀ କହିଥିଲେ ଯେ ମାମଲା କୋର୍ଟରେ ଅଛି, ତେଣୁ ବୈଠକର ଲାଇଭ ଷ୍ଟ୍ରିମିଂ କରାଯାଇପାରିବ ନାହିଁ।
ମମତା ବାନାର୍ଜୀ ଡାକ୍ତରମାନଙ୍କୁ ମନାଇବା ପାଇଁ ଚେଷ୍ଟା କରିଥିଲେ। ମମତା କହିଛନ୍ତି, ଆମେ ଅନେକ ଦିନ ଧରି ଏହି ବିରୋଧ ପ୍ରଦର୍ଶନକୁ ଶେଷ କରିବାକୁ ଚେଷ୍ଟା କରୁଛୁ, ଦୟାକରି କଥା ହୁଅନ୍ତୁ । ଯେତେବେଳେ ଡାକ୍ତର ତାଙ୍କ ଦାବିକୁ ନେଇ ଜିଦ ଧରିଥିଲେ, ମମତା ବାନାର୍ଜୀ କହିଥିଲେ, ଆପଣ ମୋତେ ଏହିପରି ଭାବେ ଅପମାନ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri