ଆହତଙ୍କୁ ଭେଟିବା ପାଇଁ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ ମମତା

ଭୁବନେଶ୍ୱର/କୋଲକାତା,୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ। ବାହାନଗା ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ହୋଇ କଟକରେ ଚିକିତ୍ସାଧିନ ଅଛନ୍ତି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଆସନ୍ତା କାଲି ଆସିବେ ବୋଲି ସୂଚନା ମିଳିଛି। ଏହାପରେ ମୁଖ୍ୟମନ୍ତ୍ରୀ ମମତା ଭୁବନେଶ୍ୱର ଯାଇ ଚିକିତ୍ସା ବ୍ୟବସ୍ଥା ବିଷୟରେ କଥା ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି।...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri