ଓଡ଼ିଶା ଆସିବେ ମମତା: ମୃତକଙ୍କ ପରିବାର ଜଣଙ୍କୁ ଦେବେ ଚାକିରି

ଭୁବନେଶ୍ୱର,୫।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୭ ତାରିଖରେ ଭୁବନେଶ୍ବର ଓ କଟକ ଆସିବେ । ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଭେଟିବା ସହ ସହାୟତା ପ୍ରଦାନ କରିବେ। ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଓ ନିଯୁକ୍ତିପତ୍ର ପ୍ରଦାନ କରିବେ। ମୃତକଙ୍କ ପରିବାରରୁ ଯାହାକୁ ଜଣଙ୍କୁ ଚାକିରି ଓ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ସେ
ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ତୁଷାରପାତ: ବିମାନ, ଟ୍ରେନ୍‌ ପରିବହନ ବାଧାପ୍ରାପ୍ତ

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ-କଶ୍ମୀରରେ ଚଳିତ ଋତୁର ସର୍ବାଧିକ ତୁଷାରପାତ ଯୋଗୁ ଦୈନନ୍ଦିନ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଶନିବାର ବିମାନ, ଟ୍ରେନ୍‌ ସମେତ ସଡ଼କ ପରିବହନ ବାଧାପ୍ରାପ୍ତ ହେବା...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…

ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି।...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ

ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ମନମୋହନଙ୍କୁ ଭାଜପା ନୁହେଁ ବରଂ କଂଗ୍ରେସ ହିଁ ଅଧିକ ଅପମାନିତ କରିଛି: ସମ୍ବିତ ପାତ୍ର

ଭୁବନେଶ୍ୱର,୨୮।୧୨: ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡା.ମନମୋହନ ସିଂଙ୍କ ନାଁରେ ସ୍ମାରକୀ ଦାବି ପ୍ରସଙ୍ଗରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ସ୍ମାରକୀ ପ୍ରତିଷ୍ଠା ଲାଗି...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri