Posted inଜାତୀୟ

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ।

୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯିବ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ଯୋଗଦେବା ପାଇଁ ଶୁକ୍ରବାର ଦିଲ୍ଲୀରେ ପହଞ୍ଚି ଛନ୍ତି। ନୀତି ଆୟୋଗକୁ ରଦ୍ଦ କରାଯାଇ ପୂର୍ବର ଯୋଜନା ଆୟୋଗକୁ ଫେରାଇ ଅଣାଯିବା ଆବଶ୍ୟକ ବୋଲି ମମତା କହିଛନ୍ତି। ଇଣ୍ଡିଆ ବ୍ଲକ୍‌ର କେତେଜଣ ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗଦେଉ ନ ଥିବା ଜଣାପଡ଼ିଛି।

ନୀତି ଆୟୋଗ ବୈଠକରେ ମମତା କେନ୍ଦ୍ର ବଜେଟରେ ହୋଇଥିବା ପାତରଅନ୍ତର ନୀତି ସମେତ ପଶ୍ଚିମବଙ୍ଗ ଓ ବିରୋଧୀ ଦଳ ଶାସିତ ଅନ୍ୟ ରାଜ୍ୟଗୁଡ଼ିକୁ ବିଭାଜନ ଷଡ଼ଯନ୍ତ୍ରର ପ୍ରତିବାଦ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri