ମମିତା ହତ୍ୟାକାଣ୍ଡ ମାମଲା: ଏଡିଜେ କୋର୍ଟରେ ହାଜର ହେଲେ ଗୋବିନ୍ଦ ସାହୁ

ବଲାଙ୍ଗୀର ଅଫିସ,୮।୭: ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହୋଇଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗୋବିନ୍ଦ ଏବଂ ସହଯୋଗୀ କୋର୍ଟ ପହଞ୍ଚିଛନ୍ତି। ଗୋବିନ୍ଦଙ୍କୁ ହାଇକୋର୍ଟ ୧୫ ଦିନିଆ ଅନ୍ତରୀଣ ଜାମିନ ଆଦେଶ ଦେବା ପରେ ଆଜି ଏଡିଜେ କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri