Posted inଫୁରସତ

ମମତା କୁଲ୍‌କର୍ନି କିନ୍ନର ଆଖଡ଼ା ମହାମଣ୍ଡଳେଶ୍ୱର

ପ୍ରୟାଗରାଜ: ବଲିଉଡ୍‌ ଅଭିନେତ୍ରୀ ମମତା କୁଲ୍‌କର୍ନି ଚଳଚ୍ଚିତ୍ର ଜଗତର ଗ୍ଲାମରସ୍‌ ଦୁନିଆରୁ ସମ୍ପୂର୍ଣ୍ଣ ଓହରି ସନ୍ନ୍ୟାସିନୀ ଜୀବନ ବାଛିଛନ୍ତି। ୫୨ ବର୍ଷୀୟା ପୂର୍ବତନ ଆକ୍ଟ୍ରେସ୍‌ଙ୍କୁ ଶୁକ୍ରବାର ଏକ ଭବ୍ୟ ସମାରୋହରେ ଆନୁଷ୍ଠାନିକ ଭାବେ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯାଇଛି। ପ୍ରୟାଗରାଜର ସଙ୍ଗମ ସ୍ଥଳରେ ପାରମ୍ପରିକ ପିଣ୍ଡଦାନ ପରେ ସେ ନୂଆ ଭୂମିକାରେ ନଜର ଆସିଛନ୍ତି। ଏଣିକି ସେ ମମତା ପରିବର୍ତ୍ତେ ମମତାନନ୍ଦ ଗିରି ନାମରେ ପରିଚିତ ହେବେ। ପ୍ରକାଶ ଯେ, ୧୯୯୦ ଦଶକରେ ଦର୍ଶକଙ୍କ ହୃଦୟରେ ରାଜ କରିଥିବା ଏହି ସୁନ୍ଦରୀ ଅଭିନେତ୍ରୀ ୨୦୧୩ରେ ଡ୍ରଗ୍ସ କିଙ୍ଗ୍‌ପିନ୍‌ ଭି.କି. ଗୋସ୍ବାମୀଙ୍କୁ ବିବାହ କରି କେନିଆରେ ବସବାସ କରୁଥିଲେ। ଦୀର୍ଘ ୨୫ ବର୍ଷର ବ୍ୟବଧାନ ପରେ ମମତା ନିକଟରେ ମୁମ୍ବାଇ ଫେରିଥିଲେ। ବକ୍ତ ହମାରା ହୈ, କ୍ରାନ୍ତିବୀର, କରନ୍‌ ଅର୍ଜୁନ, ଚାଇନା ଗେଟ୍‌, ଛୁପା ରୁସ୍ତମ୍‌, ବାଜି ଆଦି ମମତାଙ୍କ ଅଭିନୀତ ଚର୍ଚ୍ଚିତ ଚଳଚ୍ଚିତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ଚଳିତ ବର୍ଷର ସବୁଠାରୁ ବଡ଼ ଆକ୍ରମଣ କଲା ରୁଷିଆ

କ୍ୱିଭ,୧୪।୪: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ରବିବାର ୟୁକ୍ରେନର ସୁମି ସହରରେ ଚର୍ଚ୍ଚ ପ୍ରାର୍ଥନା ସମୟରେ ରୁଷୀୟ କ୍ଷେପଣାସ୍ତ୍ରଗୁଡ଼ିକ ଧ୍ୱଂସଲୀଳା...

ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା...

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ...

ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍‌

ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍‌ ଚେନାବ ବ୍ରିଜ୍‌ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର...

ଟାରିଫକୁ ନେଇ ଟ୍ରମ୍ପ ନେଲେ ୟୁ ଟର୍ଣ୍ଣ, ଚାଇନା କହିଲା ବାଘ ବେକରେ ଲାଗିଛି ଘଣ୍ଟି…ସେ ଖୋଲିପାରିବ ଯିଏ ୟାକୁ ବାନ୍ଧିଛି

ବେଜିଂ,୧୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ ଉପରେ ୟୁ-ଟର୍ଣ୍ଣ ନେଇଛନ୍ତି। ସେ କହିଥିଲେ ଯେ ଅନୁଚିତ ବାଣିଜ୍ୟ ସନ୍ତୁଳନ ପାଇଁ କୌଣସି...

ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ...

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ...

ପଳାଅ ନ ହେଲେ ଜେଲ

ଓ୍ବାଶିଂଟନ୍‌,୧୪ା୪: ଆମେରିକାରେ ବିନା ପଞ୍ଜୀକରଣରେ ୩୦ ଦିନରୁ ଅଧିକ ସମୟ ଧରି ବସବାସ କରୁଥିବା ବିଦେଶୀ ନାଗରିକଙ୍କୁ ଟ୍ରମ୍ପ୍‌ ପ୍ରଶାସନର ନୂଆ ଛାଟ। ଏଣିକି ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image