Posted inଫୁରସତ

ଗର୍ଭବତୀ ମହିଳାଙ୍କ ପରି ବଢୁଥିଲା ଏହି ବ୍ୟକ୍ତିଙ୍କ ପେଟ, କାରଣ ଜାଣି ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ମାନବ ଶରୀର ଅତ୍ୟନ୍ତ ଅଜବ। ଆହୁରି ଅଦ୍ଭୁତ ଏବଂ ଆଶ୍ଚର୍ଯ୍ୟର ବିଷୟ ହେଉଛି ଯଦି ଜଣେ ପୁରୁଷଙ୍କ ପେଟ ଗର୍ଭବତୀ ମହିଳାଙ୍କ ପରି ବଢ଼ିଚାଲେ। ସେମିତି ଏକ ଅଦ୍ଭୁତ କଥା ଦେଖିବାକୁ ମିଳିଛି ଇଂଲଣ୍ଡର ଜଣେ ପୁରୁଷଙ୍କଠାରେ। ତାଙ୍କ ପେଟ ଧିରେ ଧିରେ ୯ ମାସର ଗର୍ଭବତୀ ମହିଳାଙ୍କ ପର ବଢ଼ିବାରେ ଲାଗିଲା। ଯାହାକୁ ଦେଖି ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଥିଲେ।

ଏକ ରିପୋର୍ଟ ଅନୁଯାୟୀ, ଇଂଲଣ୍ଡର ଦକ୍ଷିଣ ୟର୍କଶାୟରରେ ରହୁଥିବା ୪୬ ବର୍ଷୀୟ ଗ୍ୟାରି ଉରିଏନଙ୍କ ପେଟ ଦିନକୁ ଦିନ ବଢ଼ିଚାଲିଲା। ଯାହା ତାଙ୍କୁ ବହୁତ କଷ୍ଟ ଦେଲା। ସେ ଡାକ୍ତରଙ୍କ ନିକଟକୁ ଯାଇ ସମସ୍ତ ପରୀକ୍ଷା ନିରୀକ୍ଷା କରିବା ପରେ ଜଣାପଡ଼ିଲା ସେ ହାର୍ନିଆ ରୋଗରେ ପୀଡ଼ିତ।
ଏମ୍‌ଆରଆଇ ପରେ ଜଣାପଡ଼ିଥିଲା କି ତାଙ୍କର ଆପେଣ୍ଡିକ୍ସସାଇଟ୍‌ ଅଛି। ତାଙ୍କର ଅସ୍ତ୍ରୋପଚାର ରୋଥରହମ ହସ୍ପିଟାଲରେ ତିନିଥର ବନ୍ଦ ରଖାଯାଇଥିଲା କିନ୍ତୁ ତାଙ୍କର ଆପେଣ୍ଡିକ୍ସ ଫାଟି ଯାଇଥିଲା। ତାଙ୍କୁ ତୁରନ୍ତ ଅସ୍ତ୍ରୋପଚାର କରିବାକୁ ପଡ଼ିଲା। ଡାକ୍ତରମାନେ କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟ ଏତେ ଖରାପ ହୋଇଯାଇଥିଲା ଯେ, ଅସ୍ତ୍ରୋପଚାର ସମୟରେ ବଞ୍ଚିବାର ଆଶା ବହୁତ କମ୍‌ ଥିଲା। ସୌଭାଗ୍ୟ ବଶତଃ ସେ ଜୀବନ ଫେରି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri