Posted inଫୁରସତ

ରୁଟି ଫିଙ୍ଗି ବିଶ୍ୱ ରେକର୍ଡ କଲେ ଏହି ବ୍ୟକ୍ତି

ଦୁନିଆରେ ବହୁତ କିଛି ଅଛି, ଯାହାକୁ ଆପଣ କଳ୍ପନା ମଧ୍ୟ କରିପାରିବେ ନାହିଁ। କିଛି ଲୋକ ଏପରି କରିଥାନ୍ତି ଯାହାକି ଅନ୍ୟମାନଙ୍କ ପାଇଁ ଚ୍ୟାଲେଞ୍ଜିଂ ହୋଇଥାଏ। ଏମିତି କିଛି ଭିନ୍ନ ଧରଣର କରି ରେକର୍ଡ କରିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଆଉ ଏଥିରେ ସଫଳ ମଧ୍ୟ ହୋଇଥାଏ। ଏହିପରି ବ୍ରିଟେନର ଜଣେ ବ୍ୟକ୍ତି ରୁଟି ଫିଙ୍ଗି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି।

ବି୍ରିଟେନର ଅଲିଭର ମାଇଲ୍ସ ଗିନିଜ ଓ୍ବାଲର୍‌ଡ ରେକର୍ଡରେ ୯୦ ଫୁଟ ଉଚ୍ଚକୁ ରୁଟି ଫିଙ୍ଗି ନିଆରା ରେକର୍ଡ କରିଛନ୍ତି। ଯାହାକି ଆଶ୍ଚର୍ଯ୍ୟଜନକ। ଲକ୍‌ଡାଉନ୍‌ ସମୟରେ ଏହି ଧାରଣା ମାଇଲ୍ସଙ୍କ ମନକୁ ଆସିଲା। ସେ ଏପରି କରିବାକୁ ନିଷ୍ପତ୍ତି ନେଲେ। ୟୁଟ୍ୟୁବ୍‌ ଦେଖି ସେ ଏହି କୌଶଳ ଶିଖିଥିଲେ। ପ୍ରଥମେ ୩୦ ଫୁଟ ଉଚ୍ଚକୁ ରୁଟି ଫିଙ୍ଗିଥିଲେ। ପରେ ଏହାଠାରୁ କିପରି ଉଚ୍ଚକୁ ଫିଙ୍ଗିବେ ସେନେଇ କଳା କୌଶଳ ଜାରି ରଖିଲେ।

ଏବେ ସେ ଟର୍ଟିଲା ପକାଇ ରେକର୍ଡ କରିଛନ୍ତି। ଟର୍ଟିଲା ହେଉଛି ମେକ୍ସିକୋର ରୁଟି ପରି ଖାଦ୍ୟ ଯାହା ମଇଦାରୁ ତିଆରି। କିନ୍ତୁ ଏହା ଅପେକ୍ଷାକୃତ ଟିକେ ଟାଣ ଅଟେ। ଯେଉଁଥିପାଇଁ ଏହାକୁ ଫିଙ୍ଗିବାରେ ସାହାଯ୍ୟ କଲା। ଟର୍ଟିଲା ଥ୍ରୋର ପୁରୁଣା ରେକର୍ଡ । ଡେଭିଡ ରଷଙ୍କ ନାମରେ ଥିଲା। ଯିଏ ଏକ କ୍ରମିକ ରେକର୍ଡ ବ୍ରେକର୍‌। ଡେଭିଡ୍‌ ଗୋଟିଏ କି ଦୁଇଟି ନୁହେଁ, ୨୦୦ରୁ ଅଧିକ ଗିନିଜ ଓ୍ବାଲର୍‌ଡ ରେକର୍ଡ କରିଛନ୍ତି। ବର୍ତ୍ତମାନ ସେ ଏକ ମାରାଥନ ଦୌଡ଼ରେ ସର୍ବାଧିକ ୧୧୧ଟି-ଶର୍ଟ ପିନ୍ଧି ଏକ ନୂତନ ରେକର୍ଡ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri