Posted inVideo

Man Mijaj: National language controversy | ଗୋଟିଏ ଦେଶ ଗୋଟିଏ ଭାଷା

Featured Video Play Icon

The controversy surrounding Union Government’s ‘one nation, one language’ agenda refuses to die down. After Union Home Minister Amit Shah spoke of it during Hindi Divas celebrations, it is facing stiff opposition from many corners including social media. Here is what Odia young men and women have to say about this. ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଗୋଟିଏ ଦେଶ ଗୋଟିଏ ଭାଷା କଥା କହିବା ପରେ ଏହାକୁ ସାରା ଦେଶରେ ବିରୋଧ କରାଯାଉଛି। ଏପରିକି ସୋସିଆଲ ମିଡିଆରେ ମଧ୍ୟ ଏହାକୁ ବିରୋଧ କରି ଅନେକ ପୋଷ୍ଟ ଆସୁଛି। ଓଡ଼ିଶା ଯୁବପିଢ଼ି ଏହାକୁ ନେଇ କଣ ପ୍ରତିକ୍ରିୟା ରଖୁଛନ୍ତି ଏଥର ମନ୍ ମିଜାଜ ଏପିସୋଡରେ ଆସନ୍ତୁ ଦେଖିବା।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri