Posted inଫୁରସତ

ଇ-ରିକ୍ସାରେ ହୋର୍ଡିଂ ଲଗାଇ ନିଜ ପାଇଁ ଜୀବନସାଥୀ ଖୋଜୁଛନ୍ତି ଯୁବକ

ବର୍ତ୍ତମାନ ସମୟରେ ମାର୍କେଟିଂର ବଡ଼ ମାଧ୍ୟମ ଭାବେ ଉଭା ହୋଇଛି ସୋସିଆଲ ମିଡିଆ। ଏମିତିରେ କିଛି ପୋଷ୍ଟ କେଇ ମୂହୁର୍ତ୍ତରେ ଭାଇରାଲ ହୋଇଥାଏ। ନିକଟରେ ଏଭଳି ଏକ କ୍ରମରେ ଏକ ହୋର୍ଡିଂ ଭାଇରାଲ ହେଉଛି, ଯାହାକୁ ଲଗାଇ ନିଜ ପାଇଁ ଜଣେ ଜୀବନସାଥୀ ଖୋଜୁଛନ୍ତି। ସେଥିରେ ସେ ଯୁବତୀଙ୍କ ପାଖରେ ଖୋଜୁଥିବା ଗୁଣଗୁଡ଼ିକ ବିଷୟରେ ଲେଖିଛନ୍ତି, ଯାହାକୁ ପଢ଼ିଲେ ଆପଣ ହସ ରୋକି ପାରିବେ ନାହିଁ।

ଏହି ଘଟଣାଟି ଦାମୋହ ସହରରେ ଚାଲୁଥିବା ଏକ ଇ-ରିକ୍ସାରେ ଉକ୍ତ ବିଜ୍ଞାପନ ଲାଗିଛି। ଦୀପେନ୍ଦ୍ର ରାଠୋର(୩୦) ନାମକ ଜଣେ ଯୁବକ ନିଜର ଗାଡ଼ିରେ ଏକ ହୋର୍ଡିଂ ଲଗାଇ ଜୀବନସାଥୀ ଖୋଜୁଛନ୍ତି। ଏଥିରେ ସେ ନିଜ ବିଷୟରେ ସମସ୍ତ ସୂଚନା ଦେଇଛନ୍ତି। ଯୁବକଙ୍କୁ ନେଇ ସହରରେ ଚର୍ଚ୍ଚା ହେଉଛି।

କହିରଖୁଛୁ ଯେ, ଦୀପେନ୍ଦ୍ରଙ୍କ ପାଇଁ କୌଣସି ପ୍ରସ୍ତାବ ଆସୁନାହିଁ। ଏମିତିରେ ସେ ନିଜ ଇ-ରିକ୍ସାରେ ନିଆରା ହୋର୍ଡିଂ ଲଗାଇଛନ୍ତି। କୌଣସି ବି ଜାତି, ଧର୍ମର ଯୁବତୀ ତାଙ୍କୁ ବିବାହ ପ୍ରସ୍ତାବ ଦେଇପାରିବେ ବୋଲି ଉଲ୍ଲେଖ କରିଛନ୍ତି।

looking for a girl


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା...

Chanakya Niti: ଏହି ୩ ହେଉଛନ୍ତି ମନୁଷ୍ୟର ପ୍ରକୃତ ବନ୍ଧୁ, ସାଙ୍ଗରେ ଥିଲେ ଟଳିଯାଏ ସବୁ ବିପଦ…

ଜୀବନରେ କେବଳ ଗୋଟିଏ ସତ୍ୟ ଅଛି। ସେଇଟି ହେଲା ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ଏହା ମଝିର ଜୀବନଚକ୍ରରେ ମନୁଷ୍ୟ ନିଜର କର୍ମ...

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image