Posted inଫୁରସତ

୩ ଭଉଣୀଙ୍କ ପ୍ରେମରେ ପଡିଲେ ଜଣେ ଯୁବକ: ଆଉ ତା’ପରେ

କିନ୍ସାସା,୪।୩: ଆଫ୍ରିକୀୟ ଦେଶ କାଙ୍ଗୋରେ ଏକ ଏକ ନିଆରା ଘଟଣା ଘଟିଛି। ଏଠାରେ ତିନି ଭଉଣୀ ଜଣେ ବରକୁ ସହିତ ବିବାହ କରିଛନ୍ତି। ତିନି ଭଉଣୀଙ୍କୁ ବିବାହ କରିଥିବା ବ୍ୟକ୍ତିଙ୍କ ନାମ ଲୁୱିଜୋ। ତାଙ୍କର ବୟସ ୩୨ ବର୍ଷ। ଲୁଭିଜୋ ନତାଶା, ନାଟାଲୀ ଏବଂ ନାଡେଜ ନାମକ ତିନିଜଣ ପ୍ରକୃତ ଭଉଣୀଙ୍କୁ ବିବାହ କରିଥିଲେ। ଲୁଭିଜୋ ପ୍ରଥମେ ସୋସିଆଲ ମିଡିଆ ମାଧ୍ୟମରେ ନାଟାଲୀଙ୍କୁ ଭେଟିଥିଲେ ଏବଂ ପରେ ତାଙ୍କର ଅନ୍ୟ ଦୁଇ ଭଉଣୀଙ୍କ ସହ ମଧ୍ୟ ସମ୍ପର୍କ ସ୍ଥାପନ କରିଥିଲେ।
ଲୁଭିଜୋ କହିଛନ୍ତି, ଯେମିତି ଲାଗୁଛି ମୁଁ କୌଣସି ସ୍ବପ୍ନ ଦେଖୁଛି। ଏହି ବିବାହରେ ପରିବାର ଲୋକେ ରାଜି ନ ଥିଲେ। ମୁଁ ଏପରି କାହିଁକି କଲି ମୋ ମାତାପିତା ବୁଝିପାରି ନ ଥିଲେ। ତେଣୁ ସେମାନେ ବିବାହ କାର୍ଯ୍ୟକ୍ରମକୁ ମଧ୍ୟ ଆସିଲେ ନାହିଁ। ମୁଁ କିନ୍ତୁ ୩ ଜଣଙ୍କୁ ବିବାହ କରି ଖୁସି ଅଛି ଏବଂ ସ୍ତ୍ରୀମାନେ ବି ଖୁସି ଅଛନ୍ତି। ଏଥିସହିତ ନତାଶା, ନାଟାଲୀ ଏବଂ ନାଡେଜ କହିଛନ୍ତି, ଲୁଭିଜୋ ଆମ ୩ ଜଣଙ୍କ ପ୍ରେମରେ ପଡିବା ପରେ ଆମେ ତାଙ୍କ ବିବାହ ପ୍ରସ୍ତାବ ଦେଇଥିଲୁ। ପ୍ରଥମେ ସେ ଚମକି ପଡିଥିଲେ। ପରେ ଯେହେତୁ ସେ ୩ ଜଣଙ୍କ ପ୍ରେମ କରୁଥିଲେ, ସେ ବିବାହ ପାଇଁ ରାଜି ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri