ସଶସ୍ତ୍ର ଡକାୟତି: ହାତଗୋଡ଼ ବାନ୍ଧି ଲୁଟିନେଲେ ୫୦ ଲକ୍ଷ ଟଙ୍କା

ଖଇରା,୩ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ପ୍ରହରାଜପୁର ଗ୍ରାମରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ଆକ୍ରମଣ କରି ଜୁଏଲାରୀ ମାଲିକଙ୍କ ଘରୁ ୫୦ ହଜାର ଟଙ୍କାର ଅଳଙ୍କାର ଓ ଟଙ୍କା ଲୁଟି ନେଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖଇରା ଥାନା ତୁଡ଼ିଗଡ଼ିଆ ବଜାର ଶଙ୍କର ଜୁଏଲାରୀ ଦୋକାନ ମାଲିକ ସଞ୍ଜୟ ସାହୁ ବୁଧବାର ରାତିରେ ନିଜ ପ୍ରହରାଜପୁର ଗ୍ରାମ ବାସଭବନରେ ଶୋଇଥିଲେ। ରାତି ପ୍ରାୟ ୨ଟାରେ ଦୁର୍ବୃତ୍ତମାନେ ଗ୍ରୀଲ ଓ କବାଟ ଭାଙ୍ଗି ଘରେ ପଶିବା ପରେ ଦୋକାନ ମାଲିକ ସଞ୍ଜୟ ସାହୁ,ତାଙ୍କ ସ୍ତ୍ରୀ,ମା’ ଓ ପିଲାଙ୍କ ହାତଗୋଡ଼ ବାନ୍ଧି ମୋବାଇ ଛଡ଼ାଇ ନେଇଥିଲେ। ପରେ ବନ୍ଧୁକ ଭୁଜାଲିରେ ଆକ୍ରମଣ କରି ୫୦ଲକ୍ଷ ମୂଲ୍ୟର ଟଙ୍କା ଓ ଅଳଙ୍କାର ନେଇ ପଳାଇଥିଲେ। ଆହତ ହୋଇ ପଡ଼ିଥିବା ସଞ୍ଜୟ ମା’ ନୀଳିମା ସାହୁଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କିଛି କଟାକ୍ଷ ସମସ୍ତଙ୍କ ଜୀବନର ଅଂଶ’ : ଶ୍ୱଶୁରଙ୍କ ବିରୋଧରେ ମାମଲା ରଦ୍ଦ କଲେ ସୁପ୍ରିମ୍ କୋର୍ଟ

ଭୁବନେଶ୍ୱର,୨୧।୪: ଜଣେ ମହିଳାଙ୍କ ଶ୍ୱଶୁରଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି)ର ଧାରା ୪୯୮ଏ ଅନୁଯାୟୀ ହୋଇଥିବା ମାମଲାକୁ ଖାରଜ କରି ସୁପ୍ରିମ୍ କୋର୍ଟ କହିଛନ୍ତି...

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ...

CSK ଅବସ୍ଥା ଖରାପ: ଦଳର କ୍ୱାଲିଫାଏକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨୧।୪: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ଶୋଚନୀୟ ପରାଜୟ ବରଣ କରିଛି। ଏହି ସିଜିନରେ ଚେନ୍ନାଇର ଅବସ୍ଥା ବହୁତ...

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା...

କିଏ ହେବେ ପୋପ ଫ୍ରାନ୍ସିସଙ୍କ ଉତ୍ତରାଧିକାରୀ: ଆଗରେ ଅଛି ଏମାନଙ୍କ ନାଁ

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ୮୮ ବର୍ଷ ବୟସରେ ଦେହାନ୍ତ ଘଟିଛି। ଭାଟିକାନ ସିଟି ଅନୁଯାୟୀ, ପୋପ ସୋମବାର ସ୍ଥାନୀୟ ସମୟ...

Viral Video: ବିବାହରେ ବରବଧୂଙ୍କୁ ବନ୍ଧୁମାନେ ଉପହାରରେ ଦେଲେ ‘ନୀଳ ଡ୍ରମ’, ପରେ ଯାହା ହେଲା ଦେଖିଲେ…

ଉତ୍ତର ପ୍ରଦେଶର ହମିରପୁରରେ ଏକ ନବ ବିବାହିତ ଦମ୍ପତିଙ୍କୁ ବିବାହ ମଞ୍ଚରେ ସେମାନଙ୍କ ବନ୍ଧୁମାନେ ଏକ ନୀଳ ଡ୍ରମ ଉପହାର ଦେଇଥିଲେ। ଏହି ଭିଡିଓ ଆଜିକାଲି...

୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍‌ ଜାଣିଲେ ଉଡିବ ହୋସ

ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି।...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image