Posted inଜାତୀୟ

୧୫ ବର୍ଷ ଧରି ୩ ପ୍ରେମିକାଙ୍କ ସହ ଲିଭ୍‌-ଇନ୍‌ରେ ରହୁଥିଲେ ବ୍ୟକ୍ତି, ଏବେ ପଡ଼ିଲା ହାତଗଣ୍ଠି

ଭୋପାଳ,୨।୫: ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଅଲିରାଜପୁର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଜଣେ ବ୍ୟକ୍ତି ଆଦିବାସୀ ରୀତିନୀତି ଅନୁଯାୟୀ ୩ ପ୍ରେମିକାଙ୍କୁ ବିବାହ କରିଛନ୍ତି। ଏହି ବିବାହରେ ତାଙ୍କର ୬ ସନ୍ତାନ ମଧ୍ୟ ଉପସ୍ଥିତ ଥିଲେ।
ନାନପୁର ଅଞ୍ଚଳରେ ରହୁଥିବା ସମରଥ ମୋର୍ଯ୍ୟା ୩ ପ୍ରେମିକାଙ୍କ ସହ ୧୫ ବର୍ଷ ଲିଭ୍‌-ଇନ୍‌ରେ ରହିବା ପରେ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ତାଙ୍କ ବିବାହ କାର୍ଡରେ ତାଙ୍କ ୩ ପ୍ରେମିକାଙ୍କ ନାଁ ଲେଖା ହୋଇଥିଲା। ସେ ନିଜ ବିବାହରେ ଡ୍ୟାନ୍ସ ମଧ୍ୟ କରିଥିଲେ। ସମରଥ ୩ ସ୍ତ୍ରୀ ଏବଂ ୬ ସନ୍ତାନଙ୍କ ସହ ବେଶ୍‌ ଖୁସି ଅଛନ୍ତି। ବିବାହ ସମାରୋହରେ ସ୍ଥାନୀୟ ଲୋକେ ମଧ୍ୟ ଯୋଗ ଦେଇଥିଲେ।
ସମରଥଙ୍କ କହିବା ଅନୁଯାୟୀ, ୧୫ ବର୍ଷ ପୂର୍ବରୁ ସେ ବହୁତ ଗରିବ ଥିଲେ। ଏହି କାରଣରୁ ବିବାହ କରିପାରି ନ ଥିଲେ। ଏହି ସମୟରେ ମଧ୍ୟରେ ସେ ତିନି ଯୁବତୀଙ୍କ ପ୍ରେମ କରି ବସିଥିଲେ ଏବଂ ସେମାନଙ୍କ ଘରୁ ଉଠାଇ ଆଣି ଲିଭ୍‌-ଇନ୍‌ରେ ରହୁଥିଲେ। ତାଙ୍କ ୬ ସନ୍ତାନ ହେବାରେ ପରେ ଏବେ ସେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କ ବିବାହକୁ ସାମାଜିକ ସ୍ବୀକୃତି ମଧ୍ୟ ମିଳିଛି।
ଭାରତୀୟ ସମ୍ବିଧାନ ଅନୁଚ୍ଛେଦ ୩୪୨ ଅନୁଯାୟୀ ସମରଥଙ୍କ ବିବାହକୁ ବେଆଇନ୍‌ ବୋଲି ଧରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ।...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri