ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି

କଟକ ସଦର,୨୪।୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଇଷାଣୀ ବରମପୁରର ଗୁଣନିଧି ବିଷୋୟୀ। ଜମିବାଡ଼ି ବିବାଦରେ ନ୍ୟାୟ ନ ପାଇ ନିଜ ଦେହରେ ନିଆଁ ଲଗାଇଥିଲେ।

Share