Posted inଜାତୀୟ

ଗଡକରୀଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ପରିଚୟ

ନାଗପୁର,୧୫।୧: କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ପରଚୟ ମିଳିଛି। କର୍ନାଟକର ବେଲାଗାଭିରେ କାରାଗାରରେ ଥିବା ଜଣେ ଗ୍ୟାଙ୍ଗଷ୍ଟର ଗଡକରୀଙ୍କୁ ହତ୍ୟା ଧମକ ଦେଇଥିବା ନାଗପୁର ପୋଲିସ କମିଶନର ଅମିତେଶ କୁମାର ସୂଚନା ଦେଇଛନ୍ତି। ସମ୍ପୃକ୍ତ ଗ୍ୟାଙ୍ଗଷ୍ଟର ଜଣଙ୍କ ହେଲେ ଜୟେଶ କାନ୍ତା। ସେ ଜେଲ ଭିତରେ ବେଆଇନ ଭାବେ ଫୋନ ବ୍ୟବହାର କରି ଗଡକରୀଙ୍କ କାର୍ଯ୍ୟାଳୟକୁ ଧମକ ଦେଇଥିଲେ।
ସୂଚନାଯୋଗ୍ୟ, ମହାରାଷ୍ଟ୍ରର ଖାମଲା ଅଞ୍ଚଳରେ ଗଡକରୀଙ୍କ ଲୋକସମ୍ପର୍କ କାର୍ଯ୍ୟାଳୟକୁ ଗତକାଲି ଲ୍ୟାଣ୍ଡଲାଇନ ନମ୍ବରରେ ଦୁଇଟି ହତ୍ୟା ଧମକ କଲ ଆସିଥିଲା। ଏହାପରେଗଡକରୀଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ସୁରକ୍ଷାକୁ ବଢାଇ ଦିଅଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌...

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri