ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ଆହାର କେନ୍ଦ୍ର ଚଳାଉଥିବା ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ମାଗିବା ଓ ନେବା ଅଭିଯୋଗରେ ବାରିପଦା ମ୍ୟୁନିସିପାଲିଟି ସିଟି ମିଶନ ମ୍ୟାନେଜର ଗିରଫ ହୋଇଛନ୍ତି। ସଂପୃକ୍ତ ସିଏମ୍ଏମ୍ଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ଏ ନେଇ ତଦନ୍ତ କରାଯାଇ ତାଙ୍କ ବିରୋଧରେ ବାରିପଦା ଥାନାରେ ଏଫ୍.ଆଇ.ଆର୍ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ, ମେଟ୍ରୋ, ରାଜ୍ୟ