ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର,୩୦।୧୨: ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଏମ୍‌ପି ମାନସ ମଙ୍ଗରାଜଙ୍କୁ ନିଯୁକ୍ତି ମିଳିଛି । ପୂର୍ବରୁ ସେ ବ୍ରହ୍ମପୁର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିଲେ। ବର୍ତ୍ତମାନ ତାଙ୍କୁ ସମ୍ବଲପୁର ଦାୟିତ୍ୱ ଦିଆଯାଇଛି।
ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି ଦାୟିତ୍ୱ ମିଳିଛି । ଗୌତମ ବୁଦ୍ଧ ଦାସଙ୍କୁ ଦେବଗଡ ଜିଲା ଓ ଅମରେଶ ଜେନାଙ୍କୁ ବୌଦ୍ଧ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ...

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri