ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର,୩୦।୧୨: ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଏମ୍‌ପି ମାନସ ମଙ୍ଗରାଜଙ୍କୁ ନିଯୁକ୍ତି ମିଳିଛି । ପୂର୍ବରୁ ସେ ବ୍ରହ୍ମପୁର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିଲେ। ବର୍ତ୍ତମାନ ତାଙ୍କୁ ସମ୍ବଲପୁର ଦାୟିତ୍ୱ ଦିଆଯାଇଛି।
ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି ଦାୟିତ୍ୱ ମିଳିଛି । ଗୌତମ ବୁଦ୍ଧ ଦାସଙ୍କୁ ଦେବଗଡ ଜିଲା ଓ ଅମରେଶ ଜେନାଙ୍କୁ ବୌଦ୍ଧ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି।

Share