ଏମ୍‌ପିଇଡିଏ ସଦସ୍ୟ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ବର, ୨୯ା୭(ବ୍ୟୁରୋ): ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ମିଳିଛି। ସାମୁଦ୍ରିକ ଦ୍ରବ୍ୟ ରପ୍ତାନୀ ଓ ଉନ୍ନୟନ କର୍ତ୍ତୃପକ୍ଷ ତଥା ଏମ୍‌ପିଇଡିଏର ସଦସ୍ୟ ଭାବେ ମାନସ ନିର୍ବାଚିତ ହୋଇଛନ୍ତି। ବୁଧବାର ଏହାର ସଦସ୍ୟ ଭାବେ ସେ ନିର୍ବାଚିତ ହୋଇଛନ୍ତି। ଏନେଇ ରାଜ୍ୟ ସଭା କମିଟି କୋର୍ଡିନେସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ମାନସ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

Share