ମାନସ ସ୍ବାଇଁ ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍‌

ଭଦ୍ରକ ଅଫିସ,୧୫।୪: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍‌ କରାଯିବ । ଏନେଇ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ପକ୍ଷରୁ ଅନୁମତି ଦିଆଯାଇଛି । ଅଭିଯୁକ୍ତଙ୍କୁ ଟିଆଇ ପରେଡ୍‌ ଅନୁମତି ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଗତ ୧୩ରେ ଆବେଦନ କରାଯାଇଥିଲା । ଆବେଦନର ବିଚାର କରି ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ଦେଇଛନ୍ତି।
ଅନ୍ୟପକ୍ଷେ, ଶନିବାର ମାନସଙ୍କୁ ଅପହରଣ କରିଥିବା ଭାଗ୍ୟଧର ନାୟକ ଏବଂ ଶର୍ମିଷ୍ଠାର ଭାଇ ପରମେଶ୍ୱର ରାଉତଙ୍କୁ ଜେରା ପାଇଁ କ୍ରାଇମବ୍ରାଞ୍ଚକୁ ଅନୁମତି ମିଳିଛି। ସେହିପରି ଆସନ୍ତା ୨୨ରେ ସମସ୍ତ ଅଭିଯୁକ୍ତ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍...

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ...

କେତେ ପ୍ରତିଶତ କ୍ଷତି ହୋଇଥିଲେ ମିଳିବ ସରକାର ସହାୟତା ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୭।୧: ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି...

ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର...

ନିଜ ଲଢ଼େଇ ନିଜେ ଲଢ଼ିବେ ଛାତ୍ରୀ: ମହାବିଦ୍ୟାଳୟରେ ଆରମ୍ଭହେଲା ….

ଗଞ୍ଜାମ,୬।୧୨:(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ସହିଦ ଭଗତ ସିଂ କଲେଜରେ ସୋମବାର ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । କଲେଜ...

ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

ଛତ୍ରପୁର,୭।୧(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅନ୍ତର୍ଗତ ଅରୁଣପୁର ଗ୍ରାମ ନିକଟରେ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୭ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ...

ଟ୍ରକ୍‌ ଡ୍ରାଇଭର କହିଲେ କାହିଁକି ୨ ଭାଜପା ନେତାଙ୍କୁ ହତ୍ୟା କରିଥିଲେ 

ସମ୍ବଲପୁର,୭।୧: ଭାଜପା ନେତ୍ରାଙ୍କୁ ହତ୍ୟା ପଛର କାରଣ କହିଲେ ଡ୍ରାଇଭର ପ୍ରସନ୍ନ ଜେନାମଣି। ସେ କହିଛନ୍ତି,  ଭାଜପା ନେତାଙ୍କ କାରକୁ ମୋ ସହ ଝଗଡ଼ା କରିଥବା...

ଆଇଟିବିପିର ଅଦମ୍ୟ ଉତ୍ସାହ, ପ୍ରତିବଦ୍ଧତାକୁ ପ୍ରଶଂସା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ

ଖୋର୍ଦ୍ଧା,୭।୧(ପ୍ରଭାତ ପାଣିଗ୍ରାହୀ): ଇଣ୍ଡୋ- ତିବ୍ବତ ସୀମା ପୋଲିସ ସୁରକ୍ଷା ବଳ(ଆଇଟିବିପି)ର ୬୩ତମ ପ୍ରତିଷ୍ଠା ଦିବସ ଖୋର୍ଦ୍ଧା ତରତୁଆ ସ୍ଥିତ ୪୧ବାଟାଲିୟନ କ୍ୟାମ୍ପସରେ ମହାଆଡମ୍ବରରେ ଆୟୋଜିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri