Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨-୩ ମାସ ମଧ୍ୟରେ ମୋଦି ସରକାର…

ଇମ୍ଫାଲ, ୨୧।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂ ଶୁକ୍ରବାର ରାଜ୍ୟରେ ଜାରି ରହିଥିବା ଅଶାନ୍ତିକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ମୋଦି ସରକାର ୩.୦ ଖୁବ୍‌ଶୀଘ୍ର ଆଶାନ୍ତି ଦୂର କରିବାକୁ ଏକ ଯୋଜନା ପ୍ରସ୍ତୁତ କରିବେ । ରାଜ୍ୟରେ ଜାରି ସଙ୍କଟର ସମାଧାନ ୨-୩ ମାସ ମଧ୍ୟରେ ହୋଇପାରିବ । ଖୁମାନ ଲମ୍ପକ ଇଣ୍ଡୋର ହଲ୍‌ରେ ଆୟୋଜିତ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ୨୦୨୪ ସମାରୋହ ସଭାରେ ମୁଖ୍ୟମନ୍ତ୍ରୀ ଏହା କରିଛନ୍ତି ।

ବିରେନ୍‌ ସିଂହ ତାଙ୍କ ବୟାନରେ ଆହୁରି ମଧ୍ୟ କହିଥିଲେ ଯେ, ସବୁ ସ୍ଥାନରେ ହିଂସା ରହିଛି । ମଣିପୁରରେ ମଧ୍ୟ ରହିଛି, କିନ୍ତୁ ଏଠି ଏବେ ହ୍ରାସ ପାଇଛି । ସୀମାନ୍ତ ଅଞ୍ଚଳରେ କିଛି ଅଶାନ୍ତି ଦେଖିବାକୁ ମିଳିଛି । ହେଲେ ଅନ୍ୟ ସ୍ଥାନ ଯେପରି ସ୍କୁଲ, ସରକାରୀ ପ୍ରତିଷ୍ଠାନ, ବଜାର ଏବଂ ବ୍ୟବସାୟ ସାରା ରାଜ୍ୟରେ ଖୋଲା ରହିଛି । ଯାହାକି ସାଧାରଣ ସ୍ଥିତିକୁ ଫେରିବାକୁ ସୂଚାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri