Categories: ଜାତୀୟ

ଶୁଣାଣି ପର୍ଯ୍ୟନ୍ତ ପୀଡିତା ମହିଳାଙ୍କ ବୟାନ ରେକର୍ଡ ନ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧।୮: ମଣିପୁର ଭାଇରାଲ ଭିଡିଓ ମାମଲାରେ ଯୌନ ଉତ୍ପୀଡନ ପୀଡିତା ଏବଂ ଉଲଗ୍ନ କରି ବୁଲାଇଥିବା ମହିଳାଙ୍କ ବିବୃତ୍ତି ରେକର୍ଡ ନ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଛନ୍ତି ଯେ, ଅପରାହ୍ନ ୨ଟାରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ନେତୃତ୍ୱ ବେଞ୍ଚ ମହିଳାଙ୍କ ପକ୍ଷରୁ ହାଜର ହୋଇଥିବା ଓକିଲ ନିଜମ ପାଶାଙ୍କ ଆବେଦନକୁ ଗୁରୁତ୍ୱ ଦେଇଛନ୍ତି।

Share