ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ଏସବୁ ଭିତରେ ମନ୍ମଥ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରେ ଓ ଦଳର ସହଯୋଗରେ ନିର୍ବାଚନ ଜିତିବେ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ମନ୍ମଥ କହିଛନ୍ତି, ଟିକେଟ ମୋ ପାଇଁ ସରପ୍ରାଇଜ ଥିଲା। ଦଳ ମୋ ପ୍ରତି ଭରସା କରିଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ମୁଁ କୃତଜ୍ଞତା ଜଣାଉଛି। ନିର୍ବାଚନ ପାଇଁ ସେବା ହିଁ ମୋ ଷ୍ଟାଟେର୍ଜି। ବିରୋଧୀଙ୍କୁ ଯେତେ ବି ବଡ କୁହାଯାଉଥିଲେ ବି ନିର୍ବାଚନରେ ବିଜେଡିର ବିଜୟ ସୁନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଏଥିରେ ରହିଛି…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…

ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ...

ନିଯୁକ୍ତି ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଅନିୟମିତତା କଲେ ଦୋଷୀଙ୍କୁ ମିଳିବ…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ...

ବସ୍‌ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…

ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ...

ଜାନୁଆରୀ ମାସରେ ଦିଆଯିବ ନୂଆ ରାସନ କାର୍ଡ; ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୧୩।୧୧: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନ ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍‌

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ...

ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ, ମିଳିଲା ଅନୁମତି

ଭୁବନେଶ୍ୱର,୧୩।୧୧: ଏଣିକି ମନ୍ତ୍ରୀମାନେ ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ। ବୁଧବାର ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମତି ମିଳିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri