ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଦଳୀୟ ଏବଂ ମନ୍ତ୍ରୀ ସ୍ତରରେ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ନିଆଯିବ। ଟେକ୍ନିକାଲ, ବୈଜ୍ଞାନିକ, ଏକ୍ସ-ସର୍ଭିସ୍‌ମ୍ୟାନଙ୍କୁ ଏଥିରେ ସାମିଲ କରାଯିବାକୁ ଯୋଜନା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’...

ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା।...

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି...

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର...

କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍‌ଫେଡ୍‌ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri