ମନମୋହନ କହିଲେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ, ଆଗାମୀ ୫ ବର୍ଷରେ…

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ରହିଛନ୍ତି । ଭାଜପାର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୟ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥସହ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି । ଆମ ସପକ୍ଷରେ ୮୧ ବିଧାୟକଙ୍କ ସମର୍ଥନ ରହିଛି ବୋଲି ସେ କହିବା ସହିତ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ପରିଷଦରେ ୩ ଜଣଙ୍କୁ କ୍ୟାବିନେଟ୍‌ ଦାୟିତ଼୍ବ ଦେଇଛନ୍ତି ବୋଲି ସେ କହିଛନ୍ତି । ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବା ଭାଜପା ସରକାର । ଆଗାମୀ ୫ ବର୍ଷ ଦିନ ରାତି ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ ତାଙ୍କ ଭାଷଣରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri