ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କଲେ ମନମୋହନ: କହିଲେ…

ଭୁବନେଶ୍ୱର,୨।୭: ସୋମବାର ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ଭାଜପା। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ଶିଷ୍ଟାଚାର ଭୁଲି ଯାଇଛି। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା ଆଜି ଏମିତି ହୋଇଛି ବୋଲି ମନମୋହନ ପ୍ରକାଶ କରିଛନ୍ତି। ଗତ ଦୁଇଟି ନିର୍ବାଚନରେ କଂଗ୍ରେସ ଶହେ ଛୁଇଁ ପାରି ନାହିଁ। ଦେଶବାସୀ କଂଗ୍ରେସକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି। କଂଗ୍ରେସ ଆତ୍ମସମୀକ୍ଷା କରିବା ସହ ଆତ୍ମବିଶ୍ଳେଷଣ କରିବାକୁ ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ...

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ।...

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା...

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ...

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି...

ଦୁଇ କୋଟି ଟଙ୍କାର ଟେଣ୍ଡର ଫିକ୍ସିଂ ଅଭିଯୋଗ, ବିଭାଗୀୟ ଯନ୍ତ୍ରୀ-ଠିକାଦାର ସଲାସୁତରାରେ ଚାଲିଛି କାର୍ଯ୍ୟ

ମୋରଡ଼ା,୪ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଅଧୀନ ବୈଶିଙ୍ଗା କେନାଲ ଡିଭିଜନରେ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଦୁଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର...

ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୭: ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଏଏସ୍‌ଓ...

ମୁଖ୍ୟମନ୍ତ୍ରୀଙ୍କ ପାଇଁ କେନ୍ଦୁଝରରୁ କେନ୍ଦୁ ଆଣିଥିଲେ ଜଣେ ବ୍ୟକ୍ତି: ଏହା ଦେଖିବା ପରେ ହଠାତ୍‌…

ଭୁବନେଶ୍ୱର,୪।୮:ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri