ପିଏମ୍‌ଏଫ୍‌ବିଓ୍ବାଇ ଅବଧି ଅଗଷ୍ଟ ୧୦ ବଢିଲା, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମନମୋହନ

ଭୁବନେଶ୍ୱର, ୧।୮: ଭାଜପା ସରକାର କୃଷି ଓ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିଶୃତିବଦ୍ଧ। ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତିରୁ ଚାଷୀମାନଙ୍କୁ ଫସଲର ସୁରକ୍ଷା ଓ ଚିନ୍ତାମୁକ୍ତ ରଖିବା ପାଇଁ ୨୦୧୬ ଫେବୃଆରୀ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ)ର ଶୁଭାରମ୍ଭ କରିଥିଲେ। ବନ୍ୟା, ବାତ୍ୟା, ମରୁଡି ତଥା ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରଭାବିତ ଚାଷୀଙ୍କୁ ଏହି ଯୋଜନାରେ ଆର୍ଥତ୍କ ଋଣ ବା ସହାୟତା ମିଳିଥାଏ ା ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି ଗତ ୩୧ ତାରିଖ ପର୍ଯ୍ୟନ୍ତ ଥିଲା। ମାତ୍ର ଓଡ଼ିଶାର ଚାଷୀକୁଳର ସ୍ବାର୍ଥକୁ ଗୁରୁତ୍ୱ ଦେଇ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ କେନ୍ଦ୍ର ସରକାର ଗତ ବୁଧବାର ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତି ରାଜ୍ୟର ଅଗଣିତ ଚାଷୀଙ୍କ ମନରେ ଖୁସି ଆଣିଦେଇଛି। ଏହାଦ୍ୱାରା ବଞ୍ଚତ୍ତ ହୋଇଥିବା କୃଷକମାନେ ନିଜ ନାମ ପଞ୍ଜୀକରଣ କରିବାରେ ସଫଳ ହେବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିବା ସହିତ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri