Posted inଖେଳ

ସୁଶାନ୍ତଙ୍କ ଶେଷ ଫିଲ୍ମ ଦେଖିଲେ କାନ୍ଦିଲେ ଏହି କ୍ରିକେଟର

ଦିବଂଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଗତ ଶୁକ୍ରବାର ଓଟିଟ ପ୍ଲାଟଫର୍ମରେ ରିଲିଜ୍‌ ହୋଇଛି। ରିଲିଜ୍‌ ହେବା ମାତ୍ରେ ସବୁ ରେକର୍ଡ ଭାଙ୍ଗିଛି ଏହି ଫିଲ୍ମ। ଆଇଏମ୍‌ଡିବି ପକ୍ଷରୁ ଫିଲ୍ମକୁ ୯.୭ ରେଟିଂ ମିଳିଛି। ପ୍ରଶଂସକ ମାନେ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି। ସୁଶାନ୍ତଙ୍କ ଫିଲ୍ମକୁ ଦେଖି କାନ୍ଦି ପକାଇଛନ୍ତି ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ। ମନୋଜ ନିଜେ ଏହା ଟୁଇଟ୍‌ କରି ଜଣାଇଛନ୍ତି। କାଲି ରାତି ଦିଲ୍‌ ବେଚାରା ଦେଖିଲି। ସୁଶାନ୍ତଙ୍କ ଅଭିନୟ ଦେଖି କାନ୍ଦି ପକାଇଥିଲି। ଏହା ଏକ ବ୍ଲକବଷ୍ଟର ଫିଲ୍ମ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୪ରେ ସୁଶାନ୍ତ ନିଜ ମୁମ୍ବାଇସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ...

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri