ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ ହତ୍ୟା ଘଟଣା ପରେ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ଆଶଙ୍କା କରାଯାଉଛି। ସିସିଟିଭି ଫୁଟେଜ୍‌ ଓ ତଦନ୍ତରୁ ଅଜୟ ମୁଖ୍ୟ ସନ୍ଦିଗ୍ଧ ବୋଲି ଜଣାପଡ଼ିଥିଲା। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପ୍ରେସ୍‌ମିଟ୍‌ରେ ଏସ୍‌ପି ନୀତିନ କୁଶଲକର ସୂଚନା ଦେଇଛନ୍ତି। ଉକ୍ତ ଘଟଣାକୁ ନେଇ ସହରରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଏହା ପ୍ରେମସମ୍ପର୍କ ନେଇ ଘଟିଥିବା ଜୋର୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri