Posted inଖେଳ

ମୁହଁ ଖୋଲିଲେ ମନୁ ଭାକର, କହିଲେ ସେ ବହୁତ ଭଲ…

ନୂଆଦିଲ୍ଲୀ,୧୫।୮: ପ୍ୟାରିସ ଅଲିମ୍ପିକ୍ସରେ ଡବଲ ବ୍ରୋଞ୍ଜ ପଦକ ଜିତି ଭାରତ ପାଇଁ ଇତିହାସ ସୃଷ୍ଟି କରିଥିବା ସୁଟର ମନୁ ଭାକର ବର୍ତ୍ତମାନ ହାଇଲାଇଟରେ ଅଛନ୍ତି। ମନୁ ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ସ୍ବାଧୀନ ଭାରତର ପ୍ରଥମ ଆଥଲେଟ ଅଟନ୍ତି । ପ୍ୟାରିସ ଅଲିମ୍ପିକ୍ସର ସମାରୋହରେ ଅଭିଜ୍ଞ ହକି ଗୋଲକିପର ପି.ଆର ଶ୍ରୀଜେଶଙ୍କ ସହ ସେ ଭାରତ ପାଇଁ ପତାକା ଉତ୍ତୋଳନ କରିଥିଲେ। ମନୁ ଏହାକୁ ଜୀବନବ୍ୟାପୀ ଅନୁଭୂତି ବୋଲି କହିଥିଲେ ।

ମନୁ ପିଟିଆଇକୁ କହିଛନ୍ତି, ପଦକ ଜିତିବା ପାଇଁ ଆମେ ସମସ୍ତେ ବହୁତ ପରିଶ୍ରମ କରୁଛୁ। ଭବିଷ୍ୟତରେ ଯଦି ମୁଁ ଗୋଟିଏ ଅଲିମ୍ପିକ୍ସରେ ଦୁଇଟିରୁ ଅଧିକ ପଦକ ଜିତି ପାରିବି, ଏହା ବହୁତ ଭଲ ହେବ । ଭବିଷ୍ୟତରେ କଠିନ ପରିଶ୍ରମ କରି ଭଲ ପ୍ରଦର୍ଶନ କରିବା ହେଉଛି ଲକ୍ଷ୍ୟ। ପ୍ୟାରିସ ଅଲିମ୍ପିକ୍ସର ସମାରୋହରେ ମନୁ ଭାକର ଭାରତୀୟ ଦଳର ପତାକା ଉତ୍ତୋଳନ କରିଥିଲେ। ଅଲିମ୍ପିକ୍ସ ସମାରୋହରୁ ଫେରିବା ପରେ ସେ କହିଛନ୍ତି ମୁଁ ଭବିଷ୍ୟତରେ ଭାରତ ପାଇଁ ଅଧିକ ଅଲିମ୍ପିକ ପଦକ ଜିତିବାକୁ ଚାହୁଁଛି।

ଶ୍ରୀଜେଶଙ୍କୁ ନେଇ ପଚାରିବାରୁ ସେ କହିଛନ୍ତି, ଶ୍ରୀଜେଶ ଭାଇଙ୍କ ସହ ମୋର ବହୁତ ଭଲ ସମ୍ପର୍କ ଅଛି। ମୁଁ ତାଙ୍କୁ ପିଲାଦିନରୁ ଜାଣିଛି । ସେ ବହୁତ ବନ୍ଧୁତ୍ୱପୂର୍ଣ୍ଣ, ସାହାଯ୍ୟକାରୀ ଏବଂ ଭଦ୍ର ଅଟନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri