ମାଡ଼ି ଆସିଲେ ମହିଳା, ଭୁବନେଶ୍ବରରେ ଚହଳ ! କଲେ ବଡ଼ ଦାବି

ଭୁବନେଶ୍ୱର,୧୧।୯: ଗାନ୍ଧୀମାର୍ଗରେ ନିଖିଳ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟାମାନଙ୍କର ବଡ଼ ଆନ୍ଦୋଳନ। ବିଧାନସଭା ସମ୍ମୁଖରେ ଏକାଠି ହୋଇ କରିଛନ୍ତି ଗର୍ଜନ। ହଜାର ହଜାର ମହିଳା ଏକାଠି ହୋଇ ୬ମାସର ବକେୟା ଦରମା ପାଇବା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟା ବର୍ଷବର୍ଷ ଧରି କାମ କରିବା ପରେ ପୁନଃନିର୍ମାଣ ଆଳରେ ସେମାନଙ୍କୁ ଛଟେଇ କରିବା ଓ ନ୍ୟାୟ ନ ଦେବାରୁ ସେମାନେ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇଛନ୍ତି।

ସେମାନେ ୬ଦଫା ଦାବି ରଖିବା ସହ ଭାରତୀୟ ଶ୍ରମ ସମ୍ମିଳନୀର ୪୫ ଓ ୪୬ତମ ସୁପାରିଶ ଭିତରେ ଓ୍ବାର୍କର ମାନ୍ୟତା ଦାବି କରିଛନ୍ତି। ଏଥିସହ ସ୍ଥାୟୀ ନିଯୁକ୍ତି ମଧ୍ୟ ଦାବି କରିଛନ୍ତି। ଗୋଷ୍ଠୀ ସହାୟିକା ସଂଘଙ୍କୁ ଟିଏ ଡିଏ ମିଳୁନଥିବା ଅଭିଯୋଗ କରିଛନ୍ତି। ଦରମା ବୃଦ୍ଧି ସହ ବ୍ୟାଙ୍କ ଖାତାକୁ ଦରମା ପ୍ରଦାନ ଦାବି କରାଯାଇଛି। ଏଥିସହ ସ୍ଥାୟୀ ନିଯୁକ୍ତି ସହ ଆଇଡେଣ୍ଟି କାର୍ଡ ଦେବାକୁ ମଧ୍ୟ ଦାବି କରାଯାଇଛି। ସର୍ବନିମ୍ନ ମଜୁରି ଠାରୁ କମ ଟଙ୍କା ମିଳୁଥିବା ଅଭିଯୋଗ ହୋଇଛି। ମାସକୁ ୩୦ ଦିନ କାମ କରି ଛୁଟି ନାହିଁ। ମିଶନ ଶକ୍ତି ଜରିଆରେ କାମ କରି ଦରମା ମିଳୁନି ବୋଲି ଅଭିଯୋଗ କରିଛନ୍ତି। ଲୋୟର ପିଏମଜିରେ ଆନ୍ଦୋଳନକାରୀ ବିଧାନସଭା ଆଡକୁ ବଢୁଥିବାବେଳେ ପୋଲିସ ସେମାନଙ୍କୁ ଅଯକାଇବାକୁ ଉଦ୍ୟମ କରିଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହରରାଓଙ୍କ ଘରେ ଏହି...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri