ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ ବିକ୍ରମ ମାଣ୍ଡାଭିଙ୍କ ସହ ସ୍ଥାନୀୟ ଜନ ପ୍ରତିନିଧି ଓ ଦଳୀୟ କର୍ମୀଙ୍କ ଉପରକୁ ମାଓବାଦୀମାନେ ଆକ୍ରମଣ କରିଥିଲେ। ସେମାନେ ଏହି ଜନ ପ୍ରତିନିଧିମାନଙ୍କ ଗାଡି ଉପରକୁ ଗୁଳିଚାଳନା କରିଥିଲେ। ଜିଲା ପଞ୍ଚାୟତ ସଦସ୍ୟ ପାର୍ବତୀ କଶ୍ୟପଙ୍କ ଗାଡିରେ ଏକ ଗୁଳି ବାଜିଛି। ତେବେ ମାଓବାଦୀଙ୍କ ଗୁଳିର ଶିକାର ନ ହୋଇ ସମସ୍ତେ ସୁରକ୍ଷିତ ଭାବେ ରକ୍ଷା ପାଇଯାଇଛନ୍ତି। ଅନ୍ୟପକ୍ଷରେ ମାଓବାଦୀଙ୍କ ଏପରି ଆକ୍ରମଣ ସମ୍ପର୍କରେ କିଛି କାରଣ ଜଣାପଡିନାହିଁ। ଖବରପାଇ ବିଜାପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ

ମୋହନା,୨୭।୧୧( ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେସନ ଗ୍ରୀନ କ୍ଲିନ୍‌ । ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା...

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ...

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ...

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା...

ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ…. 

ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି।  ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ  ସୁଭଦ୍ରା ଟଙ୍କା ପାଇବା...

‘ଧରିତ୍ରୀ’ରେ ପ୍ରକାଶିତ ଖବର ପରେ କାର୍ଯ୍ୟାନୁଷ୍ଠାନ: ନିଜ ପ୍ରାପ୍ୟ ପାଇଲେ କାଥରୀନା

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର କାଥରୀନା ଦିଗାଲଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ପ୍ରଦାନ...

ଆରୁହା ଖାଦାନ ବନ୍ଦ ନିର୍ଦ୍ଦେଶ

ଯାଜପୁର,୨୭।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବେଆଇନ କ୍ରଶର ଏବଂ କଳାପଥର ଖାଦାନ ମାଲିକମାନେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ଏପରି କି ଲଘୁଖଣି...

କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୨୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ଆଜି ସକାଳୁ ସ୍ଥାନୀୟ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri