୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ ସୁଜାତା। ହାଇଦ୍ରାବାଦର ମେହବୁବନଗରରେ ଲୁଚି ରହିଥିବା ନେଇ ତେଲଙ୍ଗାନା ପୋଲିସକୁ ବିଶେଷ ସୂତ୍ରରୁ ଖବର ମିଳିବା ପରେ ଏକ ସ୍ବତନ୍ତ୍ର ଟିମ୍‌ ସେଠାରେ ଚଢ଼ାଉକରି ସୁଜାତାଙ୍କୁ ଗିରଫ କରିଥିଲା। ତାଙ୍କୁ ତେଲଙ୍ଗାନା ପୋଲିସ ପଚରାଉଚରା କରୁଥିବା ବେଳେ ତାଙ୍କ ନିକଟରୁ ଅନେକ ତଥ୍ୟ ମିଳିପାରେ ବୋଲି ଅନୁମାନ କରାଯାଉଛି। ଉକ୍ତ ମହିଳା ମାଓବାଦୀ ଛତିଶଗଡ଼ର ବସ୍ତର ଅଞ୍ଚଳରେ ବହୁ ବଡ଼ ବଡ ଅପରାଧର ନେତୃତ୍ୱ ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri