ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ ଗୋଟିଏ ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ସାମଗ୍ରୀ ଜବତ କରିଛନ୍ତି।
ସୂଚନାନୁଯାୟୀ, ସୁରକ୍ଷା ବାହିନୀର ଏହି ମିଳିତ ଦଳ ଓରଛାର ବଦରାୟଣ ଗ୍ରାମ ନିକଟ ଜଙ୍ଗଲରେ ତଲାସି ବେଳେ ଲୁଚିଥିବା ମାଓବାଦୀମାନେ କ୍ୟାମ୍ପରୁ ପଳାଇ ଯାଇଥିଲେ। ତେବେ ଯବାନମାନେ ଜଙ୍ଗଲ ମଧ୍ୟରେ ଥିବା କ୍ୟାମ୍ପକୁ ଠାବ କରି ସେଠାରୁ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ, ପ୍ରେସର କୁକର, ବ୍ୟାଟେରି, ତାର, ବ୍ୟାନର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରି ତାକୁ ଧ୍ୱଂସ କରିଥିଲେ। ତେବେ ଖବର ଲେଖିବା ସୁଦ୍ଧା ମାଓବାଦୀଙ୍କୁ କାବୁ କରିବା ପାଇଁ ଯବାନମାନେ ସେଠାରେ ତଲାସି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri