ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)- ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ସେ ହେଲେ ନିରଞ୍ଜନ କୁମାର ପାଶ୍ୱାନ। ବିଜାପୁର ଜିଲାର ପେଗ୍ରାପାଲି ଅଞ୍ଚଳରେ ମାଓବାଦୀ ଦମନ ପାଇଁ ୨୧୦ କୋବ୍ରା ବାହିନୀ ଯବାନମାନେ ସର୍ଚ୍ଚ ଅପରେଶନ କରୁଥିଲେ। ଯବାନଙ୍କୁ ଟାର୍ଗେଟ୍‌ କରି ମାଓବାଦୀମାନେ ଆଇଇଡି ବୋମା ଖଞ୍ଜିଥିଲେ। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହା ବିସ୍ଫୋରଣ ହୋଇଥିଲା। ଫଳରେ ନିରଞ୍ଜନ ଆହତ ହୋଇଥିଲେ। ତାଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋର୍‌ଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ମାଲକାନଗିରି,୨୧।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି...

ନିଆଁ ଲାଗି ଜଳିଗଲା ହୋଟେଲ

ଏମ୍‌ଭି ୭୯,୧୮ା୧୧(ଭିକି ବାରିକ): ମାଲକାନଗିରି ଜିଲା ଏମ୍‌ଭି ୭୯ ଶିବମନ୍ଦିର ସମ୍ମୁଖରେ ଥିବା ଏକ ହୋଟେଲରେ ସୋମବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଳି ଯାଇଛି।...

ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ

ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ...

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ...

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ...

ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ...

ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri