କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ

ବାଲିଗୁଡ଼ା,୧୨ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପ କରାଇ ଆତଙ୍କ ସୃଷ୍ଟି କରିଥିବା ଟପ୍‌ ମାଓବାଦୀ ନେତା ଆଜାଦ ଓରଫ କେଶବ ରାଓଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ବାଲିଗୁଡ଼ା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟକୁ ଅଣାଯାଇଥିଲା। ସେଠାରେ ଗୁରୁବାର ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳର ବହୁ ଚର୍ଚ୍ଚିତ ୫ଟି ମାମଲାର ଚାର୍ଜ ଫ୍ରେମ କରାଯାଇଥିଲା।

ଏପରିକି ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳରେ ୨୦୦୮ ନଭେମ୍ବର ୫ରେ ଭୈରବୀ ମନ୍ଦିର ନିକଟରେ ଧନୁ ପ୍ରଧାନୀକୁ ହତ୍ୟା, ୨୦୦୯ ଜୁଲାଇ ୧୭ରେ କାଟିଙ୍ଗିଆ ପାଣ୍ଡି ଭଙ୍ଗା ରୁଜା ସହ ହତ୍ୟା, ପୁଣି ଅକ୍ଟୋବର ୪ରେ କାଟିଙ୍ଗିଆ ଫାଣ୍ଡିକୁ ପୋଡ଼ା ଜଳା, ୨୦୧୦ ନଭେମ୍ବର ୨୭ରେ ବଙ୍ଗଡ଼ଦୁଆ ଘାଟିରେ ଆମ୍ବୁଲାନ୍ସକୁ ଲ୍ୟାଣ୍ଡ ମାଇନ ଲଗାଇ ବିସ୍ଫୋରଣ କରି ଉଡ଼ାଇବାରେ ୫ ଜଣଙ୍କ ମୃତ୍ୟୁ ସହ ବ୍ରାହ୍ମଣୀ ଗାଁ ବଜାରରେ ରହୁଥିବା ଡିଲର ମନୋଜ ସାହୁ ହତ୍ୟା ମାମଲାରେ ସମ୍ପୃକ୍ତି ଅଭିଯୋଗ ଏପରି ୫ଟି ମାମଲାର ଚାର୍ଜ ଫ୍ରେମ କରିବାକୁ କୋର୍ଟ ସମନ ଦେବା ସହ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆଜାଦଙ୍କ ପକ୍ଷରୁ ତାଙ୍କ ଓକିଲ ସେକ ସାଦିକ ଡିସଚାର୍ଜ ପିଟିସନ ଫାଇଲ କରିଥିଲେ। ଗୁରୁବାର ଏହାର ଶୁଣାଣୀ ପରେ କୋର୍ଟ ତାକୁ ଖାରଜ କରିଥିଲେ। ଏହି ୫ଟି ମାମଲାର ଚାର୍ଜ ଫ୍ରେମ କରିବା ସହ ପରବର୍ତ୍ତୀ ତାରିଖ ପରେ ଜଣାଇବା ପରେ ଭି.ସି. ମାଧ୍ୟମରେ ସାକ୍ଷ ପ୍ରମାଣ ଗ୍ରହଣ କରାଯିବ ବୋଲି ଆଜାଦଙ୍କ ଓକିଲ ସେକ ସାଦିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ପହଲଗାମ ମୃତକଙ୍କୁ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଜମ୍ମୁ-କଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ମୃତ୍ୟୁବରଣ ହୋଇଛନ୍ତି। ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image