ପୁଣି ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରକାଣ୍ଡ: ଶିକ୍ଷାଦୂତଙ୍କୁ ପିଟିପିଟି କଲେ ହତ୍ୟା

ସୁକ୍‌ମାର,୧୫।୯: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ହିଂସା ଲାଗି ରହିଛି। କିଛି ଦିନ ତଳେ ପ୍ରଜାକୋର୍ଟରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଲୋକଙ୍କ ସମ୍ମୁଖରେ ଦୁଇଜଣଙ୍କୁ ହତ୍ୟା କରିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ ପୁଣି ମାଓବାଦୀମାନେ ଏକ ବର୍ବରକାଣ୍ଡ ଭିଆଇଛନ୍ତି। ଛତିଶଗଡ଼ରେ ସୁକ୍‌ମାରରେ ଶନିବାର ଜଣେ ଶିକ୍ଷାଦୂତଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ସ୍ଥାନୀୟ ଶିକ୍ଷିତ ଯୁବକଙ୍କୁ ଅଞ୍ଚଳରେ ଶିକ୍ଷା ଦୂତ ଭାବେ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ଶିକ୍ଷାଦୂତଙ୍କ କାର୍ଯ୍ୟ ହେଲେ ବନ୍ଦ ସ୍କୁଲ ଚାଲୁ କରିବା ଓ ପିଲାଙ୍କୁ ବୁଝାଶୁଝା କରି ସ୍କୁଲ ଆଣିଥାନ୍ତି। ଅନ୍ୟପକ୍ଷେ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଠିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯିବା ସହ ସର୍ଚ୍ଚ ଅପରେଶନ କରାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Featured Video Play Icon

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri