୧୮ତମ ପ୍ରତିଷ୍ଠା ଦିବସ ପାଳନ କଲେ ମାଓବାଦୀ, ନାଚଗୀତରେ ଝୁମିଲେ

ମାଲକାନଗିରି,୨୬ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲାରେ ଏକଜୁଟ୍‌ ହୋଇ ୧୮ତମ ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି ମାଓବାଦୀ। ପ୍ରତିବର୍ଷ ସେପ୍ଟେମ୍ବର ୨୧ରୁ ୨୭ ପର୍ଯ୍ୟନ୍ତ ମାଓବାଦୀମାନେ ଏହି ଦିବସ ପାଳନ କରିଥାନ୍ତି। ଏହି ପ୍ରତିଷ୍ଠା ଦିବସରେ ଶହ ଶହ ମାଓବାଦୀଙ୍କ ସହିତ ଆଖପାଖ ଅଞ୍ଚଳର ଅନେକ ଲୋକ ମଧ୍ୟ ସାମିଲ ହୋଇଥିଲେ। ଏହି ସଭାରେ ନାଚଗୀତର ଆସର ଜମିବା ସହ ନୂତନ କରି ହୋଇଥିବା ମାଓବାଦୀଙ୍କ ଶହୀଦ ସ୍ତମ୍ଭକୁ ମଧ୍ୟ ଉଦ୍‌ଘାଟନ କରାଯାଇଥିଲା। ଏହି ନାଚ ଗୀତ ପରେ ମାଓବାଦୀ ନେତାମାନେ ଭାଷଣ ମାଧ୍ୟମରେ ନିଜ ସଂଗଠନର କାର୍ଯ୍ୟ ଓ ନୀତିକୁ ଗ୍ରାମବାସୀଙ୍କ ନିକଟରେ କହିଥିଲେ। ଏଥିସହ ମାଓବାଦୀ ସଂଗଠନରେ ସାମିଲ ହେବାକୁ ଆଓ୍ବାନ କରିଥିଲେ। ଏହା ପରେ ଜଙ୍ଗଲ ଭିତରେ ଏକ ଶୋଭାଯାତ୍ରା ମଧ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri